Daily Archives

ପ୍ରଧାନମନ୍ତ୍ରୀ ଯୋଗ ପୁରସ୍କାର ୨୦୨୨ ପାଇଁ ନାମାଙ୍କନ ଆମନ୍ତ୍ରଣ କରିଛନ୍ତି ଆୟୁଷ ମନ୍ତ୍ରଣାଳୟ

ବିଜେତାମାନଙ୍କର ନାମ ଅନ୍ତର୍ଜାତୀୟ ଯୋଗ ଦିବସ (୨୧ ଜୁନ୍ ୨୦୨୨)ରେ ଘୋଷଣା କରାଯିବ ନୂଆଦିଲ୍ଲୀ, (ପିଆଇବି) : ଆୟୁଷ ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ଯୋଗ ପୁରସ୍କାର ୨୦୨୨ ପାଇଁ ନାମାଙ୍କନ ଆମନ୍ତ୍ରିତ କରିଛନ୍ତି । ବିଜେତାମାନଙ୍କର ନାମର ଘୋଷଣା ଅନ୍ତର୍ଜାତୀୟ ଯୋଗ ଦିବସ ୨୧ ଜୁନ୍ ୨୦୨୨ ରେ
Read More...

୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ମିଳିଛି ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲିଟୀ

● ଏବେ ଉତ୍ପାଦନକାରୀ ରାଜ୍ୟମାନଙ୍କୁ ୧୪% ରୟାଲଟୀ ସହ ଡିଏମଏଫ ଏବଂ ଏନଏମଇଟି ମିଶାଇ ମିଳୁଛି ୧୮.୪୮% ଲାଭ● ରୟାଲିଟୀ ଦର ଅପରିବର୍ତ୍ତିତ ରଖିବାକୁ ଅଧ୍ୟୟନ ଗୋଷ୍ଠୀର ସୁପାରିସ ନୂଆଦିଲ୍ଲୀ, (ପିଆଇବି) : ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲିଟୀ ମିଳିଛି
Read More...

ବିଜେପୁରରେ ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ : ୧୪୦ ପ୍ରକଳ୍ପ ପ୍ରଦର୍ଶିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ, ପରିବେଶ ପ୍ରଦର୍ଶନୀ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ମୋଟ ୧୪୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଚାରପାଲି ୟୁଜିଏଚଏସର ଲିଜା
Read More...

ବିବିନା ଶିବା ଏଗ୍ରୋ ରାଇସ ମିଲ୍‌ ଉପରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ଚଡାଉ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବିବିନାଠାରେ ଥିବା ଶିବା ଏଗ୍ରୋ ରାଇସ ମିଲ ଉପରେ ଟିଟିଲାଗଡ଼ ଉପ ଜିଲ୍ଲାପାଳ ଚଡାଉ କରିଥିବା ଜଣାପଡିଛି । ଆଜି ଅପରାହ୍ନ ୩ ଘଣ୍ଟା ସମୟରେ ଟିଟିଲାଗଡ ଉପଜିଲ୍ଲାପାଳ ମନୋଜ ମହାଜନ ବିବିନାରେ ଥିବା ଶିବା ଏଗ୍ରୋ ରାଇସ ମିଲ୍‌ ଉପରେ
Read More...

ପାଇକମାଲ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକସ୍ତରୀୟ ବିଜ୍ଞାନ ମେଳା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବ୍ଲକର ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ନେଇ ଅନୁଷ୍ଠିତ ବିଜ୍ଞାନ ମେଳାକୁ ପାଇକମାଲ ବ୍ଲକ
Read More...

ଗରିମା-୨୦୨୨ ଆସନ୍ତା ୨ ତାରିଖରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ 'ଗରିମା- ୨୦୨୨' ଆସନ୍ତା ଏପ୍ରିଲ ମାସ ୨ ତାରିଖ ଦିନ ସିଭିକ ସେଣ୍ଟରଠାରେ ସଂଧ୍ୟା ୬ ଘଟିକା ସମୟରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଏନେଇ ସେକ୍ଟର ୨ ସେହେନାଇ ମଣ୍ଡପଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ
Read More...

ବାଗଦୋର ସମିତି ସଭ୍ୟାଙ୍କ ସ୍ୱାମୀ ଲୋକନାଥ ବିଶ୍ଵାଳଙ୍କୁ ଗୁଳି କରି ହତ୍ୟା ଘଟଣା : ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ,…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ବାଗଦୋର ପଞ୍ଚାୟତ ସମିତି ସଭ୍ୟା ବନୀତା ବିଶ୍ଵାଳଙ୍କ ସ୍ଵାମୀ ଲୋକନାଥ ବିଶ୍ଵାଳଙ୍କୁ ଗୁଳି କରି ହତ୍ୟା ଘଟଣାରେ ସଂପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସମିତି ସଭ୍ୟା ବନୀତା ବିଶ୍ଵାଳଙ୍କ
Read More...

‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ’’ କରିବା ଲାଗି ୮୦୮ ନିୟୁତ ଆମେରିକୀୟ ଡଲାର ଅର୍ଥ ମଞ୍ଜୁର କଲେ କେନ୍ଦ୍ର…

ନୂଆଦିଲ୍ଲୀ, (ପିଆଇବି) : ‘‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ କରିବା(ଆରଏଏମପି)’’ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୮୦୮ ନିୟୁତ ଆମେରିକୀୟ ଡଲାର, ଅର୍ଥାତ୍‌ ୬୦୬୨ କୋଟି ୪୫ ଲକ୍ଷ ଟଙ୍କା ମଞ୍ଜୁର
Read More...

ପଞ୍ଚମ ବିମଷ୍ଟେକ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଞ୍ଚମ ବିମଷ୍ଟେକ (ବଙ୍ଗୋପସାଗର ବହୁକ୍ଷେତ୍ରୀୟ ବୈଷୟିକ ଏବଂ ଆର୍ଥିକ ସହଯୋଗ ପଦକ୍ଷେପ) ସମ୍ମିଳନୀରେ ଆଭାସି ମାଧ୍ୟମରେ ଅଂଶ ଗ୍ରହଣ କରିଛନ୍ତି । ବର୍ତ୍ତମାନ ଶ୍ରୀଲଙ୍କା ବିମଷ୍ଟେକର ଅଧ୍ୟକ୍ଷ ରହିଛି । ପଞ୍ଚମ ବିମଷ୍ଟେକ ଶିଖର
Read More...

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ପାଇଁ ଖୁସି ଖବର

• ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତି ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି• ଜାନୁଆରୀ ପହିଲା ୨୦୨୨ ଠାରୁ ପିଛିଲା ଭାବେ ମିଳିବ ଡିଏ ଓ ଡିଆର ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ
Read More...