Monthly Archives

March 2022

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ
Read More...

ସାଲେପାଲି ବିଦ୍ୟାଳୟର ଶୋଚନୀୟ ଅବସ୍ଥା : ଶିକ୍ଷା ବିଭାଗ ନିରବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମୁଖ୍ୟ କାର୍ଯ୍ୟାଳୟ ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ଥିବା ସାଲେପାଲି ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ଶୋଚନୀୟ ହୋଇପଡିଛି । ସୂଚନା ଅନୁସାରେ ଯେଉଁ ବିଦ୍ୟାଳୟ ମାନଙ୍କୁ ସରକାର ବନ୍ଦ କରିଦେଇଛନ୍‌ତି ସେହି ପ୍ରାଥମିକ ବିଦ୍ୟାଳୟ ଗୁଡିକରୁ
Read More...

ପ୍ରତିଦ୍ୱନ୍ଦିତାରେ ଭିନ୍ନକ୍ଷମ ସୁମନ୍ତ ନାହାକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ଏନ୍.ଏ.ସି.ର ୧୩ ନମ୍ବର ୱାର୍ଡରେ ବିଜେଡି ପକ୍ଷରୁ ପ୍ରତିଦ୍ୱନ୍ଦିତା କରୁଥିବା ସୁମନ୍ତ କୁମାର ନାହାକ ଜଣେ ଭିନ୍ନକ୍ଷମ ହୋଇ ମଧ୍ୟ ନିର୍ବାଚନରେ ଜଣେ ୱାର୍ଡର ପ୍ରାର୍ଥୀ ହୋଇ ନିର୍ବାଚନୀ ମୈଦାନରେ ଅବତୀର୍ଣ୍ଣ
Read More...

ରମ୍ଭା ସହରରେ ବିଜେପିର ବିଶାଳ ଶୋଭାଯାତ୍ରା ସହ ପ୍ରଚାର ଜୋରଦାର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଐତିହାସିକ ସହରରେ ବିଜେପି ଦଳ ପକ୍ଷରୁ ଚେୟାରମ୍ୟାନ ପ୍ରାର୍ଥିନୀ ଶ୍ରୀମତୀ ମାନସୀ ସ୍ୱାଇଁ ଏବଂ ସମସ୍ତ ୱାର୍ଡ ପ୍ରାର୍ଥୀ/ପ୍ରାର୍ଥିନୀଙ୍କ ନିମନ୍ତେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ନେତ୍ତୃତ୍ୱାଧାରୀ ତଥା ରାଜ୍ୟ ସଦସ୍ୟ ପ୍ରଶାନ୍ତ
Read More...

ରୋଟାରୀ ଗଭର୍ଣ୍ଣରଙ୍କ ଛତ୍ରପୁର କ୍ଲବରେ ଯୋଗଦାନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରୋଟାରୀ ଜିଲ୍ଲା ଗଭର୍ଣ୍ଣର ରୋଟାରିଆନ ଶାନ୍ତନୁ ପାଣି ସସ୍ତ୍ରୀକ ଛତ୍ରପୁର ରୋଟାରୀ କ୍ଲବ ଗସ୍ତରେ ଆସିଥିଲେ । ଏହି ଅବସରରେ ସେ କ୍ଲବର ଆର୍ଥିକ, ସାମାଜିକ ଓ ସାମୁହିକ କାର୍ଯ୍ୟକ୍ରମ ଗୁଡିକର ସମୀକ୍ଷା କରିବା ସହ ଆବଶ୍ୟକୀୟ ପରାମର୍ଶ ପ୍ରଦାନ କରିଥିଲେ
Read More...

ଆଗଲପୁରରେ ବିଭିନ୍ନ ସଂଗଠନ ତରଫରୁ ମଦ ବିକ୍ରି ବିରୋଧରେ ଅଭିଯାନ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁରରେ ମଦ ବିକ୍ରିକୁ ବିରୋଧ କରି ଅନେକ ସଂଗଠନ ବିରୋଧ ପ୍ରଦର୍ଶନ କରିଛନ୍ତି । ହାତରେ ପ୍ଲାକାର୍ଡ ଧରି ମଦ ବିରୋଧୀ ସ୍ଲୋଗାନ ଦେଇ ଆଗଲପୁରର ବିଭିନ୍ନ ନାରୀ ସଂଗଠନ ବିରୋଧ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି । ଏଥିରେ ଆଗଲପୁର
Read More...

ପ୍ରଧାନପାଲି ବିଦ୍ୟାଳୟଠାରେ ସପ୍ତାବର୍ଣ୍ଣା ପ୍ରାଚୀର ପତ୍ରିକା ମହାସମାରୋହରେ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ଉଚ୍ଚ ବିଦ୍ୟାଳୟ କିଲାସମାର୍ (୫ଞ ବିଦ୍ୟାଳୟ) ପ୍ରଧାନପାଲି ବିଦ୍ୟାଳୟଠାରେ ସପ୍ତାବର୍ଣ୍ଣା ନାମକ ଏକ ପ୍ରାଚୀର ପତ୍ରିକା ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟ, ଖିଣ୍ଡାର ବିଜ୍ଞାନ
Read More...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରୋଡ଼ ସୋ : ଶତାଧିକ କର୍ମୀ ସାମିଲ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଥମ ଥର ନିର୍ବାଚନ ଅନୁଷ୍ଠିତ ହେଉଛି । ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦରେ ୧୧ଟି ୱାର୍ଡ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଗତକାଲି ନିର୍ବାଚନ ପ୍ରଚାରର ଶେଷ ଦିନରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ
Read More...

ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଆର୍‌ଏସ୍‌ଇଟିଆଇର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବରଗଡ଼ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ (ଆର୍‌ଏସ୍‌ଇଟିଆଇ) ଗ୍ରାମ୍ୟ ଆତ୍ମ ନିର୍ଭରଶୀଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତାଙ୍କ ଗାଡିକୁ ଭାଙ୍ଗିଲେ ଦୁର୍ବୃତ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଗାଡିକୁ କୌଣସି ଦୁର୍ବୃତ୍ତ ଗତ ରାତିରେ ଭାଙ୍ଗିଦେଇଥିବା ଜଣାପଡିଛି । ପ୍ରକାଶ ଯେ, ଶ୍ରୀ ତ୍ରିପାଠୀ କନ୍ଧମାଳ ଜିଲ୍ଲା ଫୁଲବାଣୀରେ ପୌରପରିଷଦ
Read More...