Monthly Archives

March 2022

ଇସ୍ପାତ ସାହିତ୍ୟ ସଂସଦର ବିଶ୍ୱ କବିତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଶ୍ୱ କବିତା ଦିବସ ପାଳିତ ହୋଇଯାଇଛି । ସଂସଦର କାର୍ଯ୍ୟକାରୀ ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ନୃସିଂହ ଚରଣ ବିଶ୍ୱାଳଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ତମ୍ଭକାର ଭୁପେନ
Read More...

ପୋଖରୀରେ ବୁଡି ୨ ଶିଶୁ ମୃତ

ପାପଡାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକରେ ପୋଖରୀରେ ଗାଧୋଇବା ବେଳେ ବୁଡିଯାଇ ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତ ୨ ଶିଶୁ ପୁତ୍ର ରାଜ ଭତ୍ରା ଏବଂ ଜିଜିକଲା ବାଘ ବୋଲି ଜଣାପଡିଛି । ସୂଚନା ଅନୁସାରେ ନବରଙ୍ଗପୁର ପାପଡାହାଣ୍ଡି ବ୍ଲକ ସେମଳା ପଂଚାୟତ
Read More...

୧୬୫ କେ.ଜି ଚୋରା ଗଞ୍ଜେଇ ଜବତ : ୨ ଗିରଫ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଅନୁଗୁଳ କିଶୋରନଗର ବାଙ୍କପଲାଶା ଅଞ୍ଚଳରୁ ୨ ଗଞ୍ଜେଇ ବେପାରୀଙ୍କୁ ଗିରଫ ଏସଟିଏଫ୍ ଗିରଫ କରିଥିବା ଜଣାପଡିଛି । ଗିରଫ ହୋଇଥିବା ୨ ଅଭିଯୁକ୍ତ ସୁଶାନ୍ତ କୁମାର ସାହୁ ଏବଂ ଯୁଗଳ ସାହୁ ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ୧୬୫ କେ.ଜି ଚୋରା ଗଞ୍ଜେଇ ଜବତ
Read More...

ପୌର ନିର୍ବାଚନରେ ସମରେନ୍ଦ୍ରଙ୍କ ଶକ୍ତି ପ୍ରଦର୍ଶନ

ବଲାଙ୍ଗିରର ବିକାଶକୁ ଦେଖନ୍ତୁ ଆଉ ଭୋଟ ଦିଅନ୍ତୁ - ସମରେନ୍ଦ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୀର୍ଘ ୨୦ ବର୍ଷରୁ ଅଧିକ ହେବ ରାଜ୍ୟରେ ବିଜୁ ଜନତା ଦଳ ସରକାର ଏବଂ ୧୫ ବର୍ଷରୁ ଅଧିକ ହେବ ବଲାଙ୍ଗିର ପୌର ପରିଷଦ ବିଜୁ ଜନତା ଦଳ ଦଖଳରେ ଅଛି । କିନ୍ତୁ ବଲାଙ୍ଗିର ଲୋକେ ଯଦି ପ୍ରକୃତରେ
Read More...

ଗଛକଟା ଓ ଜଙ୍ଗଲରେ ନିଆଁ ରୋକିବା ପାଇଁ ଯୁବକଙ୍କ ଉଦ୍ୟମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ପଞ୍ଚାୟତ ଅଧିନରେ ଥିବା ଯୁବାଖୋଲ ଗ୍ରାମର ଆଶିଷ ଜ୍ୟୋତିଷ ଗଛକଟା ଓ ଜଙ୍ଗଲରେ ନିଆଁ ରୋକିବା ପାଇଁ ନିଆରା ଉଦ୍ୟମ କରି ବର୍ତ୍ତମାନ ଅଞ୍ଚଳରେ ନିଆରା ପରିଚୟ ସୃଷ୍ଟି କରିଛନ୍ତି । ପ୍ରକୃତି ସୁରକ୍ଷା ପାଇଁ ସେ
Read More...

ମା’ ଦୁର୍ଗାଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ତଳସାଗରପଡ଼ାଠାରେ ଥିବା ମା' ଦକ୍ଷିଣକାଳୀ ମନ୍ଦିରରେ ମା' ଦୁର୍ଗା(ଚଣ୍ଡୀ)ଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ ହୋଇଯାଇଛି । ଦୁଇ ଦିନ ଧରି ହେବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ମଣ୍ଡଳାଧିବାସ, ଧ୍ୟାନାଧିବାସ ସହିତ
Read More...

ରକ୍ତଦାନ କଲେ କୁଲୁତା ସମାଜର ଯୁବ ସଦସ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ୍ ଭାଲିଆମୁଣ୍ଡା ଗ୍ରାମର ରାମ ନାୟକ (୬୨) ଗତକାଲି ଠାରୁ ଭୀମଭୋଇ ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତ ପରିମାଣ ୫% ହେବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ କହିଥିଲେ । ତାଙ୍କ ପୁତ୍ର ପର୍ଶୁରାମ ନାୟକ ବଲାଙ୍ଗିର
Read More...

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତସ୍ତରୀୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର ଫିରିଙ୍ଗିମାଲ ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ ନେଇ ଆଜି ରାଜବୋଡାସମ୍ବର କୃଷକ ସଙ୍ଗଠନର ବ୍ଲକ ସଭାପତି ଅରବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ବସିଥିଲା । ଏହି ସଭାରେ ରାଜବୋଡାସମ୍ବର
Read More...

ଭାରସାମ୍ୟ ହରାଇ ଓଲଟିଲା ବସ୍ : ୧୫ରୁ ଅଧିକ ଯାତ୍ରୀ ଆହତ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ସମଲେଇ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିପଡ଼ିଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଡାକ୍ତରଖାନାରେ
Read More...

ଆଜି ବିଶ୍ୱ ଜଳ ଦିବସ

ଭୁବନେଶ୍ୱର : ଆଜି ବିଶ୍ୱ ଜଳ ଦିବସ । ପ୍ରତିବର୍ଷ ମାର୍ଚ୍ଚ ୨୨ ତାରିଖରେ ବିଶ୍ୱ ଜଳ ଦିବସ ପାଳନ କରାଯାଇଥାଏ । ଜଳ ହିଁ ଜୀବନ । ଜଳ ବିନା ଜୀବନ ଅସମ୍ଭବ । ପୃଥିବୀପୃଷ୍ଠର ପ୍ରାଣୀ ଓ ବୃକ୍ଷଲତାଙ୍କର ଜୀବନଧାରଣ ଜଳ ବିନା ସମ୍ଭବ ପର ନୁହେଁ । ଜଳର ଅତ୍ୟଧିକ ବ୍ୟବହାର ଯୋଗୁଁ ମାନବ ସମାଜ ଏବେ
Read More...