ଚନ୍ଦ୍ରପୁରରେ ରାଧାକୃଷ୍ଣ ମନ୍ଦିରର ଷଷ୍ଠ ବାର୍ଷିକ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଶ୍ୱଶାନ୍ତି ଅଷ୍ଟ ପ୍ରହରୀ ନାମଯଜ୍ଞ…
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଳକ ଅନ୍ତର୍ଗତ ଜରାସିଂହା ପଞ୍ଚାୟତର ଚନ୍ଦ୍ରପୁର ଗାଁର ରାଧାକୃଷ୍ଣ ମନ୍ଦିର ସମ୍ମୁଖରେ ଷଷ୍ଠ ବାର୍ଷିକ ମନ୍ଦିର ପ୍ରତିଷ୍ଠା ଦିବସ ଉପଲକ୍ଷେ ଗତ ଶୁକ୍ରବାର ଦିନ ଆାରମ୍ଭ ହୋଇଥିବା ବିଶ୍ୱଶାନ୍ତି ଅଷ୍ଟପ୍ରହରୀ ନାମଯଜ୍ଞ ଶନିବାର ଉଦଯାପିତ!-->…
Read More...
Read More...