ହରିଧ୍ଵନିରେ କମ୍ପିଲା ପାଟଣାଗଡ଼ ସହର : ଦୋଳ ଉତ୍ସବ ଓ ହରିହର ଭେଟ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ
ପାଟଣାଗଡ଼, (ଗୋରେଖନାଥ ବରିହା) : ଓଡିଆ ଜନଜୀବନରେ ବସନ୍ତ ଋତୁରେ ପ୍ରେମମୟ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଦୋଳ ଉତ୍ସବ ପ୍ରତିଟି ଓଡିଆଙ୍କ ପାଇଁ ଅତ୍ୟନ୍ତ ଭାବପୂର୍ଣ୍ଣ ପାର୍ବଣ । ଏହି ଅବସରରେ ପାଟଣାଗଡ଼ ସହର ତଥା ବିଭିନ୍ନ ପୁରପଲ୍ଲୀରେ ଆନନ୍ଦ ଉଲ୍ଲାସ, ରଙ୍ଗର ସହିତ ଦୋଳ ପୂର୍ଣ୍ଣିମା ପର୍ବ!-->…
Read More...
Read More...