Monthly Archives

March 2022

ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରିଣୀ ବୈଠକ ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ମଂଚର ସଭାପତି ପ୍ରଭାକର ମିଶ୍ର ସଭାପତିତ୍ୱ କରିଥିବା ବେଳେ ମନୋରଂଜନ ମିଶ୍ର ସାଧାରଣ ସଂପାଦକ ପୂର୍ବ ସଭାର ବିବରଣୀ ପଠନ କରିଥିଲେ । ଯାହାକୁ
Read More...

କଂଗ୍ରେସ କ୍ଷମତାକୁ ଆସିଲେ ପୌରାଂଚଳର ଗରିବ ଭୁମିହୀନଙ୍କୁ ଦିଆଯିବ ଘର ଓ ଜମି ପଟ୍ଟା : ନରସିଂହ

ସବିତା, ଅରବିନ୍ଦ ଓ ମିଲନୀଙ୍କ ପାଇଁ ନରସିଂହଙ୍କ ଜୋରଦାର ପ୍ରଚାର ବଲାଙ୍ଗିର, (ଦେବାଶିଷ ମିଶ୍ର) : କଂଗ୍ରେସ କ୍ଷମତାକୁ ଆସିଲେ ପୌରାଂଚଳର ଗରିବ ଭୁମିହୀନଙ୍କୁ ଦିଆଯିବ ଘର ଓ ଜମିପଟ୍ଟା ବୋଲି ବିଧାୟକ ନରସିଂହ କହିଛନ୍ତି । ସେ କହିଛନ୍ତି ଯେ, ବଲାଙ୍ଗିର ପୌରାଂଚଳ ଏକ ବ୍ୟବସ୍ଥିତ ତଥା
Read More...

ଜଙ୍ଗଲ ଜୀବନ ସୁରକ୍ଷା ଅଭିଯାନର ଏକ ବର୍ଷ ପୂର୍ତ୍ତି : ଜଙ୍ଗଲ ନିଆଁ ଆୟତ୍ତ ସଚେତନତା ଆରମ୍ଭ

ମୋଟର ସାଇକଲରେ ସହର ପରିକ୍ରମା କଲେ ସବୁଜ ବାହିନୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜଙ୍ଗଲ ଜୀବନ ସୁରକ୍ଷା ଅଭିଯାନର ଏକବର୍ଷ ପୂର୍ତ୍ତି ଅବସରରେ ବୁଧବାର ଏକ ସଚେତନତା ମୋଟର ସାଇକଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଅଭିଯାନ ଆବାହାକ ସୁନୀଲ କୁମାର ମହାନ୍ତିଙ୍କ ନେତୃତ୍ୱରେ
Read More...

ରେଲୱେର ବିଭିନ୍ନ ସମସ୍ୟାକୁ ନେଇ ଜେନେରାଲ ମ୍ୟାନେଜରଙ୍କ ସହ ସାକ୍ଷାତ କଲା ନାଗରିକ କମିଟି ବଲାଙ୍ଗିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଇଷ୍ଟକୋଷ୍ଟ ରେଲୱେ ଭୁବନେଶ୍ୱରରୁ ଆସିଥିବା ଜିଏମ୍‌ ଅର୍ଚ୍ଚନା ଯୋଷୀଙ୍କ ସହ ଡିଆରଏମ୍‌ ପ୍ରଦୀପ କୁମାର ଓ ତାଙ୍କ ପ୍ରତିନିଧିଙ୍କ ସହ ଆଜି ବଲାଙ୍ଗିର ରେଲୱେ ଷ୍ଟେସନ ଠାରେ ବିଭିନ୍ନ ସମସ୍ୟାକୁ ନେଇ ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ଓ ସହ
Read More...

ଜାତୀୟ ଟୀକାକରଣ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ଜାତୀୟ ଟୀକାକରଣ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଟୀକାକରଣକୁ ଶତ ପ୍ରତିଶତ ସଫଳ ରୂପାୟନ ଦେଇଥିବା କର୍ମଚାରୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ସମ୍ମାନିତ କରାଯାଇଥିଲା । ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ
Read More...

ଦେଓଗାଁ ଡ଼ିଗ୍ରୀ ମହାବିଦ୍ୟାଳୟରେ ବୃତ୍ତିଗତ ତାଲିମ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳରେ ୱାଲର୍ଡ ବ୍ୟାଙ୍କ ଆନୁକୂଲ୍ୟରେ ଏକ ବୃତ୍ତିଗତ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ପ୍ରଧାନୀ ଅଧ୍ୟକ୍ଷତା କରି ତାଙ୍କ ଭାଷଣରେ ଛାତ୍ରଛାତ୍ରୀଙ୍କୁ ସମୟର
Read More...

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତ ସ୍ତରୀୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର ଗାଇସିଲେଟ ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ ନେଇ ଆଜି ଅରବିନ୍ଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ବସିଥିଲା । ଏହି ସଭାରେ ରାଜବୋଡାସମ୍ବର କୃଷକ ସଙ୍ଗଠନର ପଂଚାୟତସ୍ତରୀୟ କମିଟି ଗଠନ
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ଟିକାକରଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୧୩-୧୪ ବର୍ଷ ଛାତ୍ର ଛାତ୍ରୀମାନଙ୍କୁ କରବିଭିଏକ୍ସ ଟିକାକରଣ କରାଯାଇଛି । ସ୍କୁଲର ସଭାପତି ରବିଚନ୍ଦ୍ର ଉଦ୍‌ଗାତା ପ୍ରତ୍ୟକ୍ଷ ତତ୍ୱାବଧାନରେ ତଥା ସ୍କୁଲର ଅଧ୍ୟକ୍ଷା ସଂଯୁକ୍ତା ମିଶ୍ରଙ୍କ ପରିଚାଳନାରେ ଏହି ସମୂହ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ ରୁ ଅଧିକ…

୧୨ ବର୍ଷରୁ ୧୪ବର୍ଷ ନିମନ୍ତେ ୨୪ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଗାନ୍ଧୀନଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୨ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧିଜୀ କ୍ଲବ ଗାନ୍ଧିନଗରପଡା ଆନୁକୁଲ୍ୟରେ ୧୧ରୁ ୧୫ ଦୀର୍ଘ ୫ ଦିନ ଧରି ଚାଲିଥିବା ଗାନ୍ଧୀନଗର କ୍ରିକେଟ ଟୁର୍ଣ୍ଣାମେଣ୍ଟଉଦ୍‌ଯାପିତ ହୋଇଯାଇଛି । ଏଥିରେ ବିଭିନ୍ନ ଟିମ୍‌ର ୩୨ଟି ଟିମ୍‌ ଯୋଗ ଦେଇଥିଲେ । ଏମ୍‌ଏମ୍‌ସିସି ସମ୍ବଲପୁର ଟିମ୍‌ ବିଜେତା ହୋଇଥିବା
Read More...