Monthly Archives

March 2022

ବିବିନା ଶିବା ଏଗ୍ରୋ ରାଇସ ମିଲ୍‌ ଉପରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ଚଡାଉ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବିବିନାଠାରେ ଥିବା ଶିବା ଏଗ୍ରୋ ରାଇସ ମିଲ ଉପରେ ଟିଟିଲାଗଡ଼ ଉପ ଜିଲ୍ଲାପାଳ ଚଡାଉ କରିଥିବା ଜଣାପଡିଛି । ଆଜି ଅପରାହ୍ନ ୩ ଘଣ୍ଟା ସମୟରେ ଟିଟିଲାଗଡ ଉପଜିଲ୍ଲାପାଳ ମନୋଜ ମହାଜନ ବିବିନାରେ ଥିବା ଶିବା ଏଗ୍ରୋ ରାଇସ ମିଲ୍‌ ଉପରେ
Read More...

ପାଇକମାଲ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକସ୍ତରୀୟ ବିଜ୍ଞାନ ମେଳା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବ୍ଲକର ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ନେଇ ଅନୁଷ୍ଠିତ ବିଜ୍ଞାନ ମେଳାକୁ ପାଇକମାଲ ବ୍ଲକ
Read More...

ଗରିମା-୨୦୨୨ ଆସନ୍ତା ୨ ତାରିଖରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ 'ଗରିମା- ୨୦୨୨' ଆସନ୍ତା ଏପ୍ରିଲ ମାସ ୨ ତାରିଖ ଦିନ ସିଭିକ ସେଣ୍ଟରଠାରେ ସଂଧ୍ୟା ୬ ଘଟିକା ସମୟରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଏନେଇ ସେକ୍ଟର ୨ ସେହେନାଇ ମଣ୍ଡପଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ
Read More...

ବାଗଦୋର ସମିତି ସଭ୍ୟାଙ୍କ ସ୍ୱାମୀ ଲୋକନାଥ ବିଶ୍ଵାଳଙ୍କୁ ଗୁଳି କରି ହତ୍ୟା ଘଟଣା : ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ,…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ବାଗଦୋର ପଞ୍ଚାୟତ ସମିତି ସଭ୍ୟା ବନୀତା ବିଶ୍ଵାଳଙ୍କ ସ୍ଵାମୀ ଲୋକନାଥ ବିଶ୍ଵାଳଙ୍କୁ ଗୁଳି କରି ହତ୍ୟା ଘଟଣାରେ ସଂପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସମିତି ସଭ୍ୟା ବନୀତା ବିଶ୍ଵାଳଙ୍କ
Read More...

‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ’’ କରିବା ଲାଗି ୮୦୮ ନିୟୁତ ଆମେରିକୀୟ ଡଲାର ଅର୍ଥ ମଞ୍ଜୁର କଲେ କେନ୍ଦ୍ର…

ନୂଆଦିଲ୍ଲୀ, (ପିଆଇବି) : ‘‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ କରିବା(ଆରଏଏମପି)’’ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୮୦୮ ନିୟୁତ ଆମେରିକୀୟ ଡଲାର, ଅର୍ଥାତ୍‌ ୬୦୬୨ କୋଟି ୪୫ ଲକ୍ଷ ଟଙ୍କା ମଞ୍ଜୁର
Read More...

ପଞ୍ଚମ ବିମଷ୍ଟେକ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଞ୍ଚମ ବିମଷ୍ଟେକ (ବଙ୍ଗୋପସାଗର ବହୁକ୍ଷେତ୍ରୀୟ ବୈଷୟିକ ଏବଂ ଆର୍ଥିକ ସହଯୋଗ ପଦକ୍ଷେପ) ସମ୍ମିଳନୀରେ ଆଭାସି ମାଧ୍ୟମରେ ଅଂଶ ଗ୍ରହଣ କରିଛନ୍ତି । ବର୍ତ୍ତମାନ ଶ୍ରୀଲଙ୍କା ବିମଷ୍ଟେକର ଅଧ୍ୟକ୍ଷ ରହିଛି । ପଞ୍ଚମ ବିମଷ୍ଟେକ ଶିଖର
Read More...

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ପାଇଁ ଖୁସି ଖବର

• ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତି ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି• ଜାନୁଆରୀ ପହିଲା ୨୦୨୨ ଠାରୁ ପିଛିଲା ଭାବେ ମିଳିବ ଡିଏ ଓ ଡିଆର ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ
Read More...

ଅସ୍ଥାୟୀ ବୃହତ ଶକ୍ତି ପ୍ରକଳ୍ପ ପାଇଁ ବୃହତ ଶକ୍ତି ନୀତି ୨୦୦୯ରେ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ, ଟିକସ କର୍ତ୍ତୃପକ୍ଷମାନଙ୍କୁ ଅନ୍ତିମ ବୃହତ (ମେଗା) ପ୍ରମାଣପତ୍ର ଦାଖଲ କରିବା ଉଦ୍ଦେଶ୍ୟରେ, ଦଶଟି ଅସ୍ଥାୟୀ (ପ୍ରୋଭିଜନାଲ) ବୃହତ (ମେଗା)
Read More...

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ସମ୍ପର୍କିତ ପିଆଇବିର ସାମ୍ବାଦିକ ସମ୍ମିଳନୀ

• ଆସନ୍ତା ଏପ୍ରିଲ ୧ରେ ଅନୁଷ୍ଠିତ ହେବପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ• ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ଦିନ ୧୧ଟାରେ ୧ ହଜାର ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ• ପ୍ରଥମ ଥର ସବୁ ରାଜଭବନରେ ରାଜ୍ୟପାଳଙ୍କ ସହ
Read More...

ପଶ୍ଚିମ ଓଡିଶାର ଲୋକନୃତ୍ୟ ଡାଲଖାଇ ଶିର୍ଷକରେ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୁଲଦୁଲି କଳା ପରିଷଦ ଆନୁକୂଲ୍ୟ ତଥା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟର ସହଯୋଗିତାରେ ପୁଇଁନ୍ତଳା ସ୍ଥିତ ବୀଣାପାଣୀ ଶିକ୍ଷା ଶୌଧଠାରେ ପଶ୍ଚିମ ଓଡିଶାର ଲୋକନୃତ୍ୟ ଡାଲଖାଇକୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବୀଣାପାଣି ଶିକ୍ଷା ଶୌଧର
Read More...