ଗଛକୁ ଭଲ ପାଇବା ପାଇଁ ସଚେତନତା ବାର୍ତ୍ତା
ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଗଂଦିଆ ବ୍ଲକ ଅନ୍ତର୍ଗତ ଦେଓଗାଁ ପଞ୍ଚାୟତରେ ଅଭିନବ ପ୍ରୟାସରେ ଗଛକୁ ଭଲ ପାଇବା ପାଇଁ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି । ଦୁଇଟି ଗଛକୁ ବାହାଘର କରି ଏକ ଅଭିନବ ପ୍ରୟାସରେ ଲୋକଙ୍କୁ ସଚେତନତାର ବାର୍ତ୍ତା ଦିଆଯାଇଛି । ଏବେ ବି ଦେଖିବାକୁ!-->…
Read More...
Read More...