ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ଛତ୍ରପୁର ସ୍ଥିତ ମହିଳା ମହାବିଦ୍ୟାଳୟ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା । ହିଞ୍ଜିଳିକାଟୁର ସମରଝୋଳ ସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟର!-->…
Read More...
Read More...