Monthly Archives

March 2022

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ସହ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡା, ବିନିକା, ତରଭା,…
Read More...

ସିଭିଲ କୋର୍ଟ ପରିସରରେ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଆଜି ପ୍ରାଧିକରଣ ସଭାଗୃହ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଡ୍ରାଇଭର୍ ମୃତ

କେନ୍ଦ୍ରାପଡା : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗୋପ ଛକଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ୧୨ ଚକିଆ ଟ୍ରକ୍ ପିକ୍‌ଅପ୍ ଭ୍ୟାନ୍‌କୁ ଧକ୍କା ଦେବା ଫଳରେ ପିକ୍‌ଅପ୍ ଭ୍ୟାନ୍‌ ଡ୍ରାଇଭର୍ଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ପାରାଦୀପ ଆଡୁ ଏକ ପିକଅପ୍…
Read More...

ଅଷ୍ଟଧାତୁ ମୂର୍ତ୍ତି ଚୋରି ଅଭିଯୋଗରେ ଦମ୍ପତି ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବିଭିନ୍ନ ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରି କରିବା ଅଭିଯୋଗରେ ଗୋଟେ ଦମ୍ପତିଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ନିମାପଡା ଥାନା ପାଟପୁର ଅଞ୍ଚଳର ପ୍ରଫୁଲ ମିଶ୍ର ଓ ତାଙ୍କ ସ୍ତ୍ରୀ ବୋଲି ଜଣାପଡିଛି । ଚନ୍ଦନପୁର ଥାନା ପୋଲିସ…
Read More...

ବିଶ୍ୱ ମହିଳା ଦିବସରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସମ୍ବର୍ଦ୍ଧିତ

ବୌଦ୍ଧ, (ବଂଶୀଧର ମାଝୀ) : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବୌଦ୍ଧ ଜିଲ୍ଲାର ପ୍ରଥମ ମହିଳା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ରୀତାକାନ୍ତି ବଳିୟାର ସିଂହଙ୍କୁ ଜିଲ୍ଲାର ପ୍ରଥମ ମହିଳା ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଉପଢୌକନ ଏବଂ ଫୁଲତୋଡ଼ା ଦେଇ…
Read More...

ନାରୀ ମର୍ଯ୍ୟାଦାର ମହତ୍ୱକୁ ନେଇ ସ୍ୱତନ୍ତ୍ର ପାଠ୍ୟକ୍ରମ ହେଉ – କୁସୁମ

ରାଉରକେଲା, (ସସ୍ମିତା ପ୍ରଦାନ) : ଆଜି ବିଶ୍ୱ ମହିଳା ଦିବସ ଅବସରରେ ମାତୃ ସମାଜକୁ ଅଭିନନ୍ଦନ ଜଣାଇବା ସହିତ ନାରୀ ମର୍ଯ୍ୟାଦାର ମହତ୍ୱକୁ ନେଇ ବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ଯାଏ ସ୍ୱତନ୍ତ୍ର ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ଦାବୀ କରିଛନ୍ତି ଜିଲ୍ଲାର ଜଣାଶୁଣା ସମାଜସେବୀ ଶାନ୍ତନୁ କୁସୁମ ।…
Read More...

ତାଲୁକ ଆଇନ ସଚେତନତା କମିଟି ଦ୍ୱାରା ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

କଂଟାବାଂଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସିଭିଲ କୋର୍ଟ କମ୍ପେ୍ଲକ୍ସ ପରିସରରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହିଳାମାନଙ୍କ ବିଭିନ୍ନ ସାମ୍ବାଧାନିକ ଅଧିକାର ତଥା ସାମାଜିକ ଅଧିକାର ଉପରେ ବକ୍ତାମାନେ ନିଜ ନିଜ ମତ ରଖିଥିଲେ ।…
Read More...

ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆରଓବି), ଭୁବନେଶ୍ୱର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସଭାରେ ସର୍ବପ୍ରଥମେ ଓଡ଼ିଶାର ମହିଳା ସ୍ବାଧୀନତା…
Read More...

୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

• ପୁରସ୍କାର ବିଜେତାମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; କହିଲେ, ସେମାନେ ସମାଜ ଓ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଉଛନ୍ତି• ଆପଣମାନଙ୍କ କାର୍ୟ୍ୟରେ ସେବା ଓ ନବସୃଜନ ଭାବନା ରହିଛି : ପ୍ରଧାନମନ୍ତ୍ରୀ• ‘ସବକା ପ୍ରୟାସ’ ସୁନିଶ୍ଚିତ କରିବା ଉପରେ ସରକାର ଜୋର ଦେଉଛନ୍ତି :…
Read More...

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ୨୦୨୦-୨୦୨୧ ବର୍ଷ ପାଇଁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି…

● ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ ସ୍ବରୂପ ଦୁଇ ବର୍ଷ ପାଇଁ ମୋଟ୍ ୨୯ ଜଣ ମହିଳାଙ୍କୁ ମିଳିଲା ପୁରସ୍କାର● ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମିଳିଲା ପୁରସ୍କାର ନୂଆଦିଲ୍ଲୀ, (ପିଆବି) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆନ୍ତର୍ଜାତୀୟ ମହିଳା ଦିବସ…
Read More...