Daily Archives

ବ୍ରାଉନସୁଗାର ପାଇଁ ଦୁଇ ସାଙ୍ଗକୁ ଜାଳିଦେଲା ନିଶାସକ୍ତ ସାଙ୍ଗ

ଭୁବନେଶ୍ୱର/ବାରଙ୍ଗ : ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ବଙ୍ଗାଳି ସାହିରେ ବ୍ରାଉନସୁଗର ପାଇଁ ତୁମୁଳ କାଣ୍ଡ ଘଟାଇଛନ୍ତି ଜଣେ ନିଶାସକ୍ତ ଯୁବକ । ଦୁଇ ଜଣ ସାଙ୍ଗକୁ ପେଟ୍ରୋଲ ପକାଇ ଜାଳି ଦେଇଥିବା ଅଭିଯୋଗ । ଦୁଇ ଜଣ ପେଟ୍ରୋଲ ନିଆଁରେ ପୋଡି ହୋଇ ଗୁରୁତର ହୋଇଥିବା ବେଳେ ଉଭୟଙ୍କୁ ଚିକିତ୍ସା ପାଇଁ
Read More...

ଦୁର୍ବୃତ୍ତମାନେ ମୋବାଇଲ୍ ଦୋକାନରେ ପଶି ବାପ-ପୁଅଙ୍କୁ ପିଟିଥିବା ଅଭିଯୋଗ

ଝାରସୁଗୁଡା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୁମାଡେରାର ଏକ ମୋବାଇଲ ଦୋକାନରେ ଗୁରୁବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ପଶି ଆସି ଦୋକାନ ମାଲିକ ରିଷି ଲମ୍ବା ଏବଂ ତାଙ୍କ ବାପାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏନେଇ ରିଷିଙ୍କ ମାଆ ସୁଇଟି ଲମ୍ବା ବେଲପାହାଡ଼ ଥାନାରେ
Read More...

ଗାଁ ଭିତରୁ ହରିଣ ଉଦ୍ଧାର

ସୋର : ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଲକ ହଳିସୋ ଗାଁରେ ଦୁଇ ଦିନ ଧରି ଏକ ହରିଣ ବୁଲୁଥିବା ଦେଖି ଗ୍ରାମବାସୀମାନେ ତାକୁ ଉଦ୍ଧାର କରିଛନ୍ତି । ଏହି ହରିଣଟି ଶାରିଶୁଆ ପାହାଡ଼ରୁ ଖସିଆସିଥିବା ଅନୁମାନ କରାଯାଉଛି । ଗ୍ରାମବାସୀମାନେ ହରିଣଟିକୁ ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି । ତେବେ
Read More...

ମହୁଲ ଗୋଟାଇବାକୁ ଯିବା ବେଳେ ଭାଲୁ ଆକ୍ରମଣର ଶିକାର ହେଲେ ସ୍ଵାମୀ ସ୍ତ୍ରୀ

ଆନନ୍ଦପୁର : ମୟୁରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଗୌଡିଆବାହାଳିରେ ମହୁଲ ଗୋଟାଇବାକୁ ଯାଇଥିବା ସମୟରେ ଭାଲୁ ଆକ୍ରମଣର ଶିକାର ହେଲେ ସ୍ୱାମୀ ସ୍ତ୍ରୀ । ସ୍ତ୍ରୀ ଗୁରୁତର ଥିବା ବେଳେ ସ୍ଵାମୀ ଆହତ ହୋଇତିବା ଜଣାପଡିଛି । ଉଭୟଙ୍କ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ,
Read More...

ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର କଳାଭୂମି ପରିସରରେ ନିର୍ମିତ ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ
Read More...

ନାଗାଲାଣ୍ଡ, ଆସାମ ଏବଂ ମଣିପୁରର ଅନେକ ଅଶାନ୍ତ କ୍ଷେତ୍ରରୁ ସଶସ୍ତ୍ର ବାହିନୀ ବିଶେଷାଧିକାର ଆଇନ (ଏଏଫ୍‌ଏସ୍‌ପିଏ)…

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଭାରତ ସରକାରଙ୍କ ମହତ୍ବପୂର୍ଣ୍ଣ ପଦକ୍ଷେପ• ମୋଦୀ ସରକାରଙ୍କ ଲଗାତାର ପ୍ରୟାସ ଫଳରେ ଉତ୍ତର ପୂର୍ବାଞ୍ଚଳରେ ସୁରକ୍ଷା ସ୍ଥିତିରେ ଆସିଛି ସୁଧାର ; ଏସବୁ ରାଜ୍ୟରେ ଦ୍ରୁତ ବିକାଶ ହେବା ଫଳରେ ବହୁ ଦଶନ୍ଧି ପରେ ଏଏଫ୍‌ଏସ୍‌ପିରେ
Read More...

୨୦୨୧-୨୨ ଆର୍ଥିକ ବର୍ଷରେ ଜଳଜୀବନ ମିଶନ ଅଧୀନରେ ଓଡ଼ିଶାକୁ ମିଳିଛି ୩,୩୨୩.୪୨ କୋଟି ଟଙ୍କା କେନ୍ଦ୍ରୀୟ ଅନୁଦାନ

● ୨୭.୩.୨୦୨୨ ସୁଦ୍ଧା ରାଜ୍ୟର ମୋଟ ୪୧.୭୯ ପ୍ରତିଶତ ପରିବାରକୁ ଯୋଗାଇ ଦିଆଯାଇଛି ଟ୍ୟାପ ଜଳ ସଂଯୋଗ ନୂଆଦିଲ୍ଲୀ, (ପିଆଇବି) : ଜଳ ଜୀବନ ମିଶନ ଅଧୀନରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଅଂଶଧନ ଆକାରରେ ୩,୩୨୩. ୪୨ କୋଟି ଟଙ୍କା ଆବଣ୍ଟନ କରାଯାଇଛି । ସେଥି ମଧ୍ୟରୁ ରାଜ୍ୟ
Read More...

ମହିଳା ମହାବିଦ୍ୟାଳୟରେ ବୃତ୍ତି ପରାମର୍ଶ ସମ୍ପାନ

‘ସାମ୍ବାଦିକତା କ୍ଷେତ୍ରରେ ମହିଳାଙ୍କ ଗୁରୁତ୍ୱ ବଢୁଛି’ ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମ୍ବାଦିକତା ଓ ଗଣ ଯୋଗାଯୋଗ କ୍ଷେତ୍ରର ପରିସୀମା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଉଭୟ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମରେ ମହିଳାମାନଙ୍କ ପାଇଁ ଅପର୍ଯ୍ୟାପ୍ତ ସୁଯୋଗ ଓ ସମ୍ଭାବନା ରହିଛି ।
Read More...

ଭୂତିଆରବାହାଲ ଶିଶୁ ମନ୍ଦିରରେ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ ଭୂତିଆରବାହାଲ୍ ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଉପସଭାପତି ପଞ୍ଚାନନ ଭୋଇଙ୍କ ସଭାପତିତ୍ୱରେ ବୁଧବାର ଦିନ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗୁରୁଜୀ, ଗୁରୁମା ସହ ଅନ୍ୟ କର୍ମଚାରୀଙ୍କ ଦକ୍ଷିଣ ସମ୍ବନ୍ଦରେ
Read More...