ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଥମ ଦିନୋତ୍ସବ ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶିଶୁ ବାଟିକା ବିଭାଗର ନୂତନ ଶିଶୁ ମାନଙ୍କ ପ୍ରଥମ ଦିନୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ଏହି ଯଜ୍ଞକୁ ଅନ୍ତର୍ଯ୍ୟାମୀ ମେହେର ପରିଚାଳନା କରିଥିବା ବେଳେ ସପତ୍ନିକ!-->…
Read More...
Read More...