ଆମ୍ବେଦକର ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ସ୍ଥିତ ବିଶ୍ୱକର୍ମା ମଣ୍ଡପ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ ନିରଞ୍ଜନ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଏପ୍ରିଲ ୧୪ରେ ସମ୍ବିଧାନ ପ୍ରଣେତା ଡ଼. ବି.ଆର ଆମ୍ବେଦକରଙ୍କ ଜୟନ୍ତୀ ପ୍ରତ୍ୟେକ ବ୍ଲକ!-->…
Read More...
Read More...