ପାଟଣାଗଡ଼ ଅଞ୍ଚଳର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକଙ୍କ ବିୟୋଗରେ ଉପଖଣ୍ଡ ସ୍ତରୀୟ ସାମ୍ବାଦିକ ସଂଘର ଶୋକସଭା
ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ପୂର୍ବତନ ବିଜେପି ବ୍ଲକ ଅଧ୍ୟକ୍ଷ ତଥା ବିଜେପି ଜିଲ୍ଲା ସଭାପତି ଭକ୍ତବନ୍ଧୁ ନାଏକଙ୍କ ବିୟୋଗରେ ପାଟଣାଗଡ ଉପଖଣ୍ଡ ସ୍ତରୀୟ ସାମ୍ବାଦିକ ସଂଘର ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଲକ୍ଷ୍ମୀକାନ୍ତ ମିଶ୍ରଙ୍କ!-->…
Read More...
Read More...