ଜାତୀୟ ନିରାପଦ ମାତୃତ୍ୱ ଦିବସରେ ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ୱାନ
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଡାକ୍ତରଖାନାରେ ଆଜି ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳନ!-->…
Read More...
Read More...