ପାରିବାରିକ କଳହରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଦେଲା ସ୍ୱାମୀ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଗ୍ନୀକୁ ସାକ୍ଷୀ ରଖି ବିବାହ କରିଥଲେ । ଆଉ ସୁଖଦୁଃଖରେ ସାଥୀ ହୋଇ ରହିବାକୁ କଥା ଦେଇଥିଲେ ସ୍ୱାମୀ । ହେଲେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ, ଯୁକ୍ତିତର୍କ ହୋଇଥିଲା । ଏଥିରେ ହଠାତ ଉତ୍ୟକ୍ତ ହୋଇ ନିଷ୍ଠୁର ସ୍ୱାମୀ ଟାଙ୍ଗିଆରେ!-->…
Read More...
Read More...