କୁତୁର୍ଲାରେ ଭୀମରାଓ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳନ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଳକ କୁତୁର୍ଲା ପଞ୍ଚାୟତ ସାମ୍ନାରେ ଗୁରୁବାର ଦିନ ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ସୁନିଲ ହରପାଲ ମୁଖ୍ୟ ଅତିଥି, ସୁରେନ୍ଦ୍ର କୁମ୍ଭାର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।!-->…
Read More...
Read More...