Daily Archives

ଲାଲ୍ ବାହିନୀର ବର୍ବର କାଣ୍ଡ : ପୋଲିସ କ୍ୟାମ୍‌ରେ ନକ୍ସଲଙ୍କ ଆକ୍ରମଣରେ ୪ ଯବାନ ଆହତ

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଥିବା ପୋଲିସ କ୍ୟାମ୍‌ରେ ନକ୍ସଲ ଆକ୍ରମଣ ହୋଇଥିବା ଖବର ମିଳିଛି । ନକ୍ସଲଙ୍କ ଆକ୍ରମଣରେ ୪ ଜଣ ଯବାନ ଗୁରୁତର ହୋଇଛନ୍ତି । ତେବେ ସୁରକ୍ଷା ବାହିନୀ ଏହାର ପାଲଟା ଜବାବ ଦେଇଛି । ଗୁରୁତର ଅବସ୍ଥାରେ ଆହତ ଯବାନଙ୍କୁ ଉଦ୍ଧାର
Read More...

ଘରକୁ ଡାକିନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ସୋର : ବାଲେଶ୍ଵର ଜିଲ୍ଲା ସୋର ଥାନା କେଶରିପୁର ଅଞ୍ଚଳର ରାଜେନ୍ଦ୍ର ମଲିକଙ୍କ ଉପରକୁ ମରଣାନ୍‌ନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସ୍ଥାନୀୟ ଲୋକ ରାଜେନ୍ଦ୍ରଙ୍କୁ ଉଦ୍ଧାର ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ଵର ଜିଲ୍ଲା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଜଣା ଗାଡି ଧକ୍କାରେ ଯବକ ମୃତ

ଲଇକେରା : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ଯୁବକ ଜଣକ ଲଇକେରା ବ୍ଲକ ତାଲମୁଣ୍ଡା ଗ୍ରାମର ବାରୁ ଖଡିଆ (୩୫) ବୋଲି ଜଣାପଡିଛି । ସୂଚନା ଅନୁସାରେ ବାରୁ ଖଡିଆ ଖଜୁରୀଖମନ ଗ୍ରାମରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇ
Read More...

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଗୁଡଭେଲା ପୁଲିସପଡାର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀଙ୍କ ନାମ ଅଞ୍ଜନା ମିଶ୍ର (୨୦) ବୋଲି ଜଣାପଡିଛି । ସୂଚନା ଅନୁସାରେ ଅଞ୍ଜନା ଗତକାଲି ଅପରାହ୍ନରେ ତାଙ୍କ ମା’ଙ୍କୁ ୫ ଶହ ଟଙ୍କା ମାଗିଥିଲେ ।
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ପୂର୍ବାହ୍ନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ
Read More...

ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହିଳା ସଶକ୍ତିକରଣ ବିଜୁ ବାବୁଙ୍କ ସବୁଠାରୁ ପ୍ରୀୟ କାର୍ଯ୍ୟକ୍ରମ ଥିଲା । ମା'ମାନେ ହିଁ ହେଉଛନ୍ତି ଆମ ନୂଆ ଓଡ଼ିଶାର ସାରଥୀ ବୋଲି ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯଶସ୍ୱୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏକ ଶୋକବାର୍ତ୍ତାରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ
Read More...

ତ୍ରୟମାସିକ ସାହିତ୍ୟ ପତ୍ରିକା ରଶ୍ମିପ୍ରଭାର ପଞ୍ଚମ ବାର୍ଷିକୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ରଶ୍ମିପ୍ରଭାର ପଞ୍ଚମ ବାର୍ଷିକୋତ୍ସବ, ପୁସ୍ତକ ଉନ୍ମୋଚନ, ସମ୍ବର୍ଦ୍ଧନା ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଗୋପବନ୍ଧୁପଲ୍ଲୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରାଧାକାନ୍ତ
Read More...

ଆଇନଜୀବୀ ହୃଷୀକେଶ ପାଢ଼ୀଙ୍କ “ଡେଲାଙ୍ଗରୁ ପ୍ରକୃତି ସୁରକ୍ଷା ବାର୍ତ୍ତା” ବ୍ୟାନର ଦୟଣାଚୋରୀ ଲୋକ ଉତ୍ସବ…

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସାଉରିଆ ପଂଚାୟତର "ଦୟଣାଚୋରୀ' ମେଳଣ ଅବସରରେ "ଦୟଣାଚୋରୀ ଲୋକଉତ୍ସବ ମଞ୍ଚ-୨୦୨୨ ତା -୧୭-୦୪-୨୦୨୨ରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ଅଧ୍ୟକ୍ଷ ଏକାଧାରରେ ଜଣେ କବି, ଲେଖକ, ସାହିତ୍ୟିକ, ଆଇନଜୀବୀ, ପରିବେଶ ବିତ୍ତ,
Read More...