Daily Archives

ଓଲଟିଲା ତୀର୍ଥଯାତ୍ରୀ ବସ୍ : ୨୫ ଆହତ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍ ଓଲଟି ପଡିଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ପୁରୀରୁ
Read More...

ନୃଶଂସ ହତ୍ୟାକାଣ୍ଡ : ସ୍ତ୍ରୀ ଓ ଶାଳୀକୁ ହାଣି ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏକ ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ସ୍ୱାମୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦେହ ଜବତ କରିଛି । ମୃତକଙ୍କ ମଧ୍ୟରେ ପତ୍ନୀ
Read More...

ଜାମ୍ମୁରେ ପିଏମ୍‌ ମୋଦୀଙ୍କ ସଭାସ୍ଥଳୀ ଠାରୁ ୧୨ କିଲୋମିଟର ଦୂରରେ ବିସ୍ଫୋରଣ

ଶ୍ରୀନଗର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ କାଶ୍ମୀର ଗସ୍ତରେ ଆସୁଛନ୍ତି । ୨୦୧୯ରେ ଧାରା ୩୭୦ ରଦ୍ଦ ହେବା ପରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ । ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ସ୍ଥାନ ଠାରୁ ୧୨ କିଲୋମିଟର ଦୂରରେ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୩ ଗୁରୁତର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ହଲଦୀପାଲି ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଉକ୍‌କ୍ତ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ପ୍ରଥମେ ବରଗଡ଼ ଓ ପରେ ବୁର୍ଲା ବଡ଼ ମେଡିକାଲକୁ
Read More...

ସଙ୍ଗୀତ ତରଙ୍ଗ ପକ୍ଷରୁ ‘ଓଡ଼ିଶା ମୋ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ପ୍ରତିଷ୍ଠିତ ସାଂସ୍କୃତିକ ନ୍ୟାସ ତଥା ସଙ୍ଗୀତ ଅନୁଷ୍ଠାନ ସଙ୍ଗୀତ ତରଙ୍ଗ ଆନୁକୂଲ୍ୟରେ ସିଭିକ ସେଣ୍ଟର ଠାରେ ଏକ ମନୋରମ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏପ୍ରିଲ ମାସରେ ଉତ୍କଳ ଦିବସ ପଡ଼ିଥିବାରୁ ଏପ୍ରିଲ ତୃତୀୟ ରବିବାର ଅନୁଷ୍ଠିତ
Read More...

କର୍ମେଗାଁ ପଞ୍ଚାୟତରେ ନୂତନ ଡାକଘର ଉଦ୍‌ଘାଟନ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନ କର୍ମେଗାଁ ଗ୍ରାମ ପଞ୍ଚାୟତ ଠାରେ ଶନିବାର ଦିନ ନୂତନ ଡାକଘର ଶାଖା ଉଦ୍‌ଘାଟନ ହୋଇଯାଇଛି । ଏହି କ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଯୋଗଦାନ କରି ନୂତନ ଶାଖାକୁ ଉଦ୍‌ଘାଟନ
Read More...

ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ : ଯୁବକ ଅଟକ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କୋକସରା ଥାନା ଗତାବନ୍ଧ ଗ୍ରାମରେ ଜଣେ ଯୁବତୀଙ୍କୁ ସେହି ଗ୍ରାମର ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ଅଭିଯୋଗ ପରେ କୋକସରା ପୁଲିସ ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଥିବା ଜଣାପଡ଼ିଛି ସୂଚନାନୁସାରେ, ଗତାବନ୍ଧ
Read More...

ଜୟପାଟଣାଠାରେ ବହୁଚାରା ମାତା ପୂଜନୋତ୍ସବ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଅଞ୍ଚଳରେ କିନ୍ନରଙ୍କ ଦ୍ବାରା ବହୁଚାରା ମାତାଙ୍କ ପୂଜନୋତ୍ସବ ଅନୁଷ୍ଠିତ ହୋଇଛି । ଏହି ପୂଜନୋତ୍ସବରେ ବିଭିନ୍ନ ଅଞ୍ଚଳରୁ କିନ୍ନର ଆସି ଯୋଗଦାନ କରି ମା'ଙ୍କ ଠାରେ ପୂଜାର୍ଚ୍ଚନା କରିଛନ୍ତି । ଶୁକ୍ରବାର ସନ୍ଧ୍ୟାରେ କିନ୍ନରମାନେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ
Read More...

ହଂସପୁର ଗାଁ ଯୁବ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ହତ୍ୟା : ଗିରଫ ଶୂନ୍‌, ପୋଲିସର ତଦନ୍ତ ଜାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସଜିଲ୍ଲା ଅଧିନସ୍ଥ ଛତ୍ରପୁର ଥାନା ହଂସପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି ।ଗଞ୍ଜାମ ଜିଲ୍ଲାରେ ପଞ୍ଚାୟତ ଓ ପୋୖର ନିର୍ବାଚନ ଶାନ୍ତି-ଶୃଙ୍ଖଳାର ସହ ସମାହିତ ହୋଇଥିବା ବେଳେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ସିମେଣ୍ଟ
Read More...