କରଡ଼ା ଘାଟିରେ ଡକାୟତି ମାମଲା : ୫ ଜଣ ଅଭିଯୁକ୍ତଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଏକ ଡକାୟତି ମାମଲାର ବିଚାର କରି ମଙ୍ଗଳବାର ଦିନ ବାଲିଗୁଡା କୋର୍ଟର ସହକାରୀ ଦୌରାଜଜ ଶ୍ରୀମତୀ ଚିନ୍ମୟୀ ଜେନା ଦୋଷୀମାନଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଶୁଣାଣୀ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ୨୦୧୯ ମସିହା ଫେବୃଆରୀ!-->…
Read More...
Read More...