Daily Archives

କରଡ଼ା ଘାଟିରେ ଡକାୟତି ମାମଲା : ୫ ଜଣ ଅଭିଯୁକ୍ତଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଏକ ଡକାୟତି ମାମଲାର ବିଚାର କରି ମଙ୍ଗଳବାର ଦିନ ବାଲିଗୁଡା କୋର୍ଟର ସହକାରୀ ଦୌରାଜଜ ଶ୍ରୀମତୀ ଚିନ୍ମୟୀ ଜେନା ଦୋଷୀମାନଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଶୁଣାଣୀ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ୨୦୧୯ ମସିହା ଫେବୃଆରୀ
Read More...

ଓଡ଼ିଶା ଉଚ୍ଚ ଶିକ୍ଷା ବିଭାଗ ଅଧିନସ୍ଥ ସମସ୍ତ ୟୁଜି ଓ ପିଜି କ୍ଲାସ୍ ଆସନ୍ତା ୨ ମଇ, ୨୦୨୨ ପର୍ଯ୍ୟନ୍ତ ସାମୟିକ ଭାବରେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡ଼ିଶା ଉଚ୍ଚ ଶିକ୍ଷା ବିଭାଗ ଅଧିନସ୍ଥ ସମସ୍ତ ୟୁଜି ଓ ପିଜି କ୍ଲାସ୍ ଆସନ୍ତା ୨ ମଇ, ୨୦୨୨ ପର୍ୟ୍ୟନ୍ତ ସାମୟିକ ଭାବରେ ବନ୍ଦ ରହିବ । ତେବେ କଲେଜ ଓ ବିଶ୍ବ ବିଦ୍ୟାଳୟରେ ପରୀକ୍ଷା, ମୂଲ୍ୟାୟନ,
Read More...

ଆଦର୍ଶ ବିଦ୍ୟାଳୟ ବାନ୍ଦୁପାଲିରେ ନଳକୂପ ପାଇଁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଜମରତଲାରୁ କଂସର ଛକକୁ ସଂଯୋଗ କରୁଥିବା ରାସ୍ତାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ କରାଯାଇଛି । ହେଲେ କୌଣସି ପିଇବା ପାଣି ପାଇଁ ରାସ୍ତା କଡ଼ରେ ବ୍ୟବସ୍ଥା ନଥିବାରୁ ଯିବା ଆସିବା କରୁଥିବା ଲୋକଙ୍କ ସମସ୍ୟା ହେଉଛି ଓ ଅଭିଭାବକ ମାନେ ମଧ୍ୟ
Read More...

ଶତାୟୁ ପୁରୁଷଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ମହୁଖଣ୍ଡ ଗ୍ରାମର ଶତାୟୁ ପୁରୁଷ ଗଜରାଜ କର୍ଣ୍ଣ (୧୦୦) ବର୍ଷ ବାର୍ଦ୍ଧକ୍ୟ ଜନିତ କାରଣରୁ ଆଜି ପରଲୋକ ହୋଇଯାଇଛି । ସେ ସମ୍ବାଦିକ ବିଜୟ କର୍ଣ୍ଣଙ୍କ ପିତା ଅଟନ୍ତି । ସେ ତାଙ୍କ ପରିବାରକୁ ଛାଡ଼ି ଚାଲିଗଲେ । ଗାଁ
Read More...

ଭବାନୀପାଟଣାଠାରେ ପଞ୍ଚାୟତ ନିର୍ବାଚନ ୨୦୨୨ ପରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି ଭବାନୀପାଟଣା ସ୍ଥାନୀୟ ଡିଆର୍‌ଡି ଏ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ମୁଖ୍ୟତଃ ପଣ୍ଡା,
Read More...

ରମ୍ଭା ଶ୍ରୀଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟରେ ଆଲୋଚନାଚକ୍ର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଶ୍ରୀଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟ ସଭାଗୃହ ପରିସରରେ ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ସଭାପତିତ୍ୱରେ ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସୁଚି ପ୍ରକାରେ ପ୍ରଦୀପ ପ୍ରଜ୍ୱଳନ, ସ୍ୱାଗତ ଓ ଅତିଥି ପରିଚୟ,
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୦ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩୧ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଭୀମ ଭୋଇ ମେଡିକାଲ କଲେଜ ଛାତ୍ର ମୃତ୍ୟୁର ନିରପେକ୍ଷ ତଦନ୍ତ ଦାବୀ କଲା ଛାତ୍ର କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଛାତ୍ର ନିଶାନ୍ତ ମୃତ୍ୟୁ ଘଟଣାକୁ ନେଇ ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ଦାବୀପତ୍ର
Read More...

ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ : ମଇ ମାସ ୧୬ ତାରିଖ ଠାରୁ ରବିଧାନ କ୍ରୟ ଆରମ୍ଭ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ
Read More...

ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ । ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ମହୋତ୍ସବକୁ ଅଧିକ ଆକର୍ଷଣ ଓ
Read More...
error: Content is protected !!