Daily Archives

କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ପୁରସ୍କୃତ ହେବ ବରଗଡ଼ ଜିଲ୍ଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ଓ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଉନ୍ନତ ମାନର ପ୍ରଦର୍ଶନ ପାଇଁ ବରଗଡ଼ ଜିଲ୍ଲା 'ଇଣ୍ଡିଆ ଟୁଡେ' ପକ୍ଷରୁ ପୁରସ୍କୃତ ହେବ ବୋଲି ନିର୍ଦ୍ଦେଶକ ରାଜ ଚେଙ୍ଗପ୍ପା ସୂଚନା ଦେଇଛନ୍ତି । ନୂଆଦିଲ୍ଲୀରୁ
Read More...

ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ କୃଷକ ସମ୍ମେଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ର ଓ ଆତ୍ମାର ମିଳିତ ସହଯୋଗରେ କେଭିକେର ସମ୍ମିଳନୀ କକ୍ଷରେ "କିଷାନ୍ ଭାଗିଦାରୀ : ପ୍ରାଥମିକତା ହମାରୀ" ଅଭିଯାନକୁ ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ
Read More...

ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ : ଜଣେ ଅଟକ

ବ୍ରହ୍ମପୁର, (ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ । ଅଭିଯୋଗ ଅନୁସାରେ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କ ସ୍ଵାମୀ ଶିକ୍ଷା ଅଧିକାରୀଙ୍କ ଉପରେ ଆକ୍ରମଣ କରିଥିବା ଜଣାପଡିଛି । ଉକ୍ତ ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଥିବା ବେଳେ
Read More...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ଅଢେଇବର୍ଷର ଶିଶୁ ଆରୋହୀ ଶତପଥି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆରୋହୀ ଶତପଥି । ବୟସ ମାତ୍ର ୨ବର୍ଷ ୬ମାସ । ହେଲେ ତ୍ରୀକ୍ଷ୍ମମସ୍ତିସ୍କ ଯୋଗୁଁ ରେକର୍ଡ କରି ସ୍ଥାନ ପାଇଛନ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ । ମାତ୍ର ଅଢେଇ ବର୍ଷର ଶିଶୁ ୧୦ଟି ରଙ୍ଗ, ଶରୀରର ୨୬ଟି ଅଙ୍ଗ, ଏ ରୁ ଜେଡ୍‌ ପର୍ଯ୍ୟନ୍ତ ୱାର୍ଡ, ୮ଟି ଜାତୀୟ
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଡ଼କ ପରିବହନ ଅଧିକାରୀ ରାମ ନିବାସ ସିର୍କା ଏଜେଣ୍ଡା ଅନୁଯାୟୀ ସଭା
Read More...

ନର୍ଲାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଲାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ. ଗାଭାଲି ପରାଗ ହର୍ଷଦ୍‌ଙ୍କ ଅଧକ୍ଷତାରେ ଆରକ୍ଷୀ ଅଧିକ୍ଷକ ଡ. ଶ୍ରବଣା ବିବେକ ଏମ, ପିଡି, ଡି ଆର୍ ଡିଏ ସୋମେଶ କୁମାର ଉପାଧ୍ୟାୟଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ
Read More...

୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ମା’ ଶାରଳା ମନ୍ଦିର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଝଙ୍କଡ ସ୍ଥିତ ପ୍ରସିଦ୍ଧ ମା' ଶାରଳା ମନ୍ଦିର ପରିଦର୍ଶନ କରିବା ସହ ଏହି ଐତିହାସିକ ମନ୍ଦିରର ଉନ୍ନତିକରଣ ନିମନ୍ତେ ସେବାୟତ ତଥା ଅନ୍ୟାନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ
Read More...

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିରେ ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ
Read More...

ଡେଲାଙ୍ଗ ଥାନା ହାଜତରୁ ଅଭିଯୁକ୍ତ ଫେରାର୍‌ ଘଟଣାରେ ଏଏସ୍‌ଆଇ ଓ କନେଷ୍ଟବଳ ନିଲମ୍ବିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣ ତରାବୋଇ ଗ୍ରାମରେ ହୋଇଥିବା ଏକ ଆକ୍ରମଣ ଘଟଣାରେ ଡେଲାଙ୍ଗ ଥାନାରେ ଅଟକ ଥିବା ଜଣେ ଅଭିଯୁକ୍ତ ପୁଲିସ ହେପାଜତରୁ ଫେରାର ହୋଇଯିବା ଘଟଣାରେ ଡେଲାଙ୍ଗ ଥାନାର କାର୍ଯ୍ୟରତ ମହିଳା ଏଏସ୍‌ଆଇ ପଦ୍ମିନୀ ସାହୁ ଓ ମହିଳା
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଳୋକ ସଂପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।
Read More...