Daily Archives

ଚିଲିକା କୂଳରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚିଲିକା କୂଳରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସାହାବାଜ ପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣକ ମଲେଶ୍ଵରୀ ଗାଁର ରାମ ଦୋରା ବୋଲି ଜଣାପଡିଛି । ତେବେ ଏହି
Read More...

ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ରେଡ୍

ମାଲକାନଗିରି : ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ମାଲକାନଗିରି ଜିଲ୍ଲାର ପୂର୍ବତନ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ମାଲକାନଗିରି ସମେତ ଜୟଦାସଙ୍କ ବାସଭବନ, ନବରଙ୍ଗପୁର ଓ କୋରାପୁଟରେ ଚଢ଼ାଉ ଚାଲିଛି
Read More...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ରଗଡିପଡା ଗ୍ରାମ ନିକଟରେ ଥିବା ଶାଳ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡି । ଯୁବକ ଜଣଙ୍କ ଭୁବନ ଥାନା ଅନ୍ତର୍ଗତ ଅଁଳାଝରୀ ଗ୍ରାମର ଦଣ୍ଡୁଆ ପାତ୍ର ବୋଲି ଜଣାପଡ଼ିଛି । ସୂଚନାନୁଯାୟୀ, ଅଁଳାଝରୀ ଗ୍ରାମର ଦଣ୍ଡୁଆ ପାତ୍ର
Read More...

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ପୂର୍ବାହ୍ନରେ ରାଜଭବନ ଛକ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯିବ । ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ
Read More...

ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି । ଏଥି ନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।
Read More...

ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଶୁଭକାମନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେଉଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି । ସବୁ ପରୀକ୍ଷାର୍ଥୀ ଯେପରି ଚାପମୁକ୍ତ ହେବା ସହିତ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

୨୦୨୨ ଖରିଫ ଋତୁରେ ଫସ୍‌ଫେଟ୍‌ ଓ ପଟାସ (ପିଏଣ୍ଡକେ) ସାର ପାଇଁ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ପ୍ରଦାନ…

• ଏନ୍‌ବିଏସ୍‌-ଖରିଫ ଋତୁ ୨୦୨୨ ପାଇଁ ୬୦,୯୩୯.୨୩ କୋଟି ଟଙ୍କାର ସବସିଡିକୁ କ୍ୟାବିନେଟ୍‌ ଅନୁମୋଦନ• ଗତ ବର୍ଷ ତୁଳନାରେ ପ୍ରତି ପ୍ରତି ବସ୍ତା ସବସିଡି ପରିମାଣ ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଖରିଫ ଋତୁ -୨୦୨୨ (୧ ଏପ୍ରିଲ ଠାରୁ ୩୦ ସେପ୍ଟେମ୍ବର ୨୦୨୨
Read More...

ଇଣ୍ଡିଆ ପୋଷ୍ଟ ପେମେଣ୍ଟେସ୍ ବ୍ୟାଙ୍କ ଗଠନ ସଂକ୍ରାନ୍ତ ସଂଶୋଧିକ ଖର୍ଚ୍ଚ ଅଟକଳକୁ କ୍ୟାବିନେଟର ଅନୁମୋଦନ

୨୦୨୦-୨୧ରୁ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଏ ବାବଦରେ ଅତିରିକ୍ତ ୮୨୦ କୋଟି ଟଙ୍କା ସରକାର ଯୋଗାଇଦେବେଏବେ ମୋଟ ବ୍ୟୟବରାଦ ୨୨୫୫ କୋଟି ଟଙ୍କାରେ ପହଞ୍ଚିଲା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଇଣ୍ଡିଆ
Read More...

କୋଭିଡ-୧୯ ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

● ସହଯୋଗମୂଳକ ସଂଘୀୟ ବ୍ୟବସ୍ଥା ଯୋଗୁଁ ଭାରତ କରୋନା ବିରୁଦ୍ଧରେ ଦୀର୍ଘ ସଂଗ୍ରାମ ଲଢିପାରିଛି● “କରୋନାର ଆହ୍ୱାନ ଏବେ ମଧ୍ୟ ପୁରା ଯାଇନାହିଁ ଏକଥା ସ୍ପଷ୍ଟ”● “ଯେତେଶୀଘ୍ର ସମ୍ଭବ ସମସ୍ତ ଯୋଗ୍ୟ ପିଲାମାନଙ୍କୁ ଟିକାଦାନ କରିବା ଆମର ପ୍ରାଥମିକତା । ବିଦ୍ୟାଳୟଗୁଡିକରେ ସ୍ୱତନ୍ତ୍ର ଅଭିଯାନ
Read More...