Monthly Archives

April 2022

ସରପଞ୍ଚ ହେବତ ଏମିତି : ଘର ପୋଡ଼ି ଯାଇଥିବା ପରିବାରକୁ ସାହା ହେଲେ ସରପଞ୍ଚ ସୁଦାମ ଚରଣ ସେଠୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ଝେଙ୍ଗନାଡିହୀ (ଢିପାପଡା) ନିବାସୀ ସନ୍ତୋଷ ବରିହାଙ୍କ ଘରେ ଆଜି ପ୍ରାୟ ୧ଘ.୩୦ ମିନିଟ ସମୟରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଗ୍ରାମବାସୀମାନେ ଏହି ଘଟଣାକୁ ଦେଖି ସରପଞ୍ଚଙ୍କୁ ଜଣାଇ ପରେ
Read More...

ମାରୱାଡି ମହିଳା ସମିତି ତରଫରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ : ୯୧ ୟୁନିଟ ରକ୍ତ ସଂଗ୍ରହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଉତ୍କଳ ଦିବସ ତଥା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ବଲାଙ୍ଗିର ମାରୱାଡି ମହିଳା ସମିତି ତରଫରୁ ସ୍ଥାନୀୟ ତେରାପନ୍ଥ ଭବନଠାରେ ଏକ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଦ୍ୱାରା ବହୁ ମୂଲ୍ୟ ୯୧ ୟୁନିଟ ରକ୍ତ ସଂଗ୍ରହ
Read More...

ପାଇକମାଲରେ ଉତ୍କଳ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଉତ୍କଳ ଦିବସ ଅବସରରେ ପାଇକମାଲ ବ୍ଲକର ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାଦେବ ବେହେରା, କିଶୋର ଚନ୍ଦ୍ର
Read More...

ଜିଲ୍ଲାସ୍ତରୀୟ ଓଡିଶା ଦିବସ ସହ ସୁବର୍ଣ୍ଣପୁର ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଟାଉନହଲ୍‌ଠାରେ ଆଜି ଜିଲ୍ଲାସ୍ତରୀୟ ଓଡିଶା ଦିବସ ସହ ସୁବର୍ଣ୍ଣପୁର ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଓଡିଶା ଦିବସ ସମାରୋହରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ସଭାପତିତ୍ୱ କରିଥିବା ବେଳେ
Read More...

ଭେଙ୍ଗରାଜପୁର ପଞ୍ଚାୟତରେ ଜଳଛତ୍ରର ଶୁଭାରମ୍ଭ କଲେ ସରପଞ୍ଚ ସୁଦାମ ଚରଣ ସେଠୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ସୁଦାମ ଚରଣ ସେଠୀ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଜନ ସାଧାରଣଙ୍କ ପାଇଁ ପାନୀୟ ଜଳ ଯୋଗାଣର ସୁବ୍ୟବସ୍ଥା ପାଇଁ ଗ୍ରାମ ପଞ୍ଚାୟତର ଭୁଲିଆବନ୍ଧ ଛକ, ପିପଲପାଲି, ଝେଙ୍ଗନାଡିହୀ,
Read More...

କୋସଲ ସାହିତ୍ୟ ସଂସ୍କୃତି ଏକାଡେମୀ ତରଫରୁ ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାର ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ କୋସଲ ସାହିତ୍ୟ ସଂସ୍କୃତି ଏକାଡେମୀ ତରଫରୁ ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଗଣଧାରଣା ଦିଆଯଇଥିବା ବେଳେ କୋସଲି କବି ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ ଓ ଅନ୍ୟ ବରିଷ୍ଠ ବୁଦ୍ଧିଜୀବୀମାନେ ଧାରଣା ଦେଇ
Read More...

ଲାଠିକଟା ଶିଶୁ ମନ୍ଦିରରେ ଉତ୍କଳ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ଏସ୍‌ବିଆଇ କଲୋନୀ ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ଆଜି ଧୁମ୍‌ଧାମ୍‌ରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ସର୍ବପ୍ରଥମେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଫୋଟୋ ଚିତ୍ରରେ ଧୂପ, ଦୀପ, ପୁଷ୍ପ ଅର୍ପଣ ପୂର୍ବକ ପୂଜାର୍ଚନା ପରେ ସାମୁହିକ ଭାବରେ ବନ୍ଦେ
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମମାଟି ବରପାଲିଠାରେ କବି ଗଙ୍ଗାଧର ମେହେର ସ୍ମୃତି ସଦନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୁଣ୍ୟ ତିଥିରେ ତାଙ୍କ ସମାଧି ପୀଠରେ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରି
Read More...

କୋସଲି ଭାଷାକୁ ସାମ୍ବିଧାନିକ ମାନ୍ୟତା ଦାବୀରେ ଗଣଧାରଣା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦ୍ୱାରରେ ଆଜି କୋସଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ କୋସଲି ଭାଷା ସାହିତ୍ୟର ସାମ୍ବିଧାନିକ ମାନ୍ୟତା ଦାବୀରେ ଏକ ଗଣ ଧାରଣା ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ପ୍ରତିଷ୍ଠାତା ଆବାହକ
Read More...

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଗ୍ରନ୍ଥାଗାର ପ୍ରେକ୍ଷାଳୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ "ପରୀକ୍ଷା ପେ ଚର୍ଚ୍ଚା ୨୦୨୨"ର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଆଭାସୀ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର କେନ୍ଦ୍ରୀୟ ବିଦ୍ୟାଳୟର
Read More...