Monthly Archives

April 2022

ଭବାନୀପାଟଣାଠାରେ ପଞ୍ଚାୟତ ନିର୍ବାଚନ ୨୦୨୨ ପରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି ଭବାନୀପାଟଣା ସ୍ଥାନୀୟ ଡିଆର୍‌ଡି ଏ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ମୁଖ୍ୟତଃ ପଣ୍ଡା,
Read More...

ରମ୍ଭା ଶ୍ରୀଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟରେ ଆଲୋଚନାଚକ୍ର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଶ୍ରୀଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟ ସଭାଗୃହ ପରିସରରେ ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ସଭାପତିତ୍ୱରେ ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସୁଚି ପ୍ରକାରେ ପ୍ରଦୀପ ପ୍ରଜ୍ୱଳନ, ସ୍ୱାଗତ ଓ ଅତିଥି ପରିଚୟ,
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୦ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩୧ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଭୀମ ଭୋଇ ମେଡିକାଲ କଲେଜ ଛାତ୍ର ମୃତ୍ୟୁର ନିରପେକ୍ଷ ତଦନ୍ତ ଦାବୀ କଲା ଛାତ୍ର କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଛାତ୍ର ନିଶାନ୍ତ ମୃତ୍ୟୁ ଘଟଣାକୁ ନେଇ ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ଦାବୀପତ୍ର
Read More...

ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ : ମଇ ମାସ ୧୬ ତାରିଖ ଠାରୁ ରବିଧାନ କ୍ରୟ ଆରମ୍ଭ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ
Read More...

ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ । ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ମହୋତ୍ସବକୁ ଅଧିକ ଆକର୍ଷଣ ଓ
Read More...

କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ପୁରସ୍କୃତ ହେବ ବରଗଡ଼ ଜିଲ୍ଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ଓ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଉନ୍ନତ ମାନର ପ୍ରଦର୍ଶନ ପାଇଁ ବରଗଡ଼ ଜିଲ୍ଲା 'ଇଣ୍ଡିଆ ଟୁଡେ' ପକ୍ଷରୁ ପୁରସ୍କୃତ ହେବ ବୋଲି ନିର୍ଦ୍ଦେଶକ ରାଜ ଚେଙ୍ଗପ୍ପା ସୂଚନା ଦେଇଛନ୍ତି । ନୂଆଦିଲ୍ଲୀରୁ
Read More...

ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ କୃଷକ ସମ୍ମେଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ର ଓ ଆତ୍ମାର ମିଳିତ ସହଯୋଗରେ କେଭିକେର ସମ୍ମିଳନୀ କକ୍ଷରେ "କିଷାନ୍ ଭାଗିଦାରୀ : ପ୍ରାଥମିକତା ହମାରୀ" ଅଭିଯାନକୁ ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ
Read More...

ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ : ଜଣେ ଅଟକ

ବ୍ରହ୍ମପୁର, (ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ । ଅଭିଯୋଗ ଅନୁସାରେ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କ ସ୍ଵାମୀ ଶିକ୍ଷା ଅଧିକାରୀଙ୍କ ଉପରେ ଆକ୍ରମଣ କରିଥିବା ଜଣାପଡିଛି । ଉକ୍ତ ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଥିବା ବେଳେ
Read More...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ଅଢେଇବର୍ଷର ଶିଶୁ ଆରୋହୀ ଶତପଥି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆରୋହୀ ଶତପଥି । ବୟସ ମାତ୍ର ୨ବର୍ଷ ୬ମାସ । ହେଲେ ତ୍ରୀକ୍ଷ୍ମମସ୍ତିସ୍କ ଯୋଗୁଁ ରେକର୍ଡ କରି ସ୍ଥାନ ପାଇଛନ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ । ମାତ୍ର ଅଢେଇ ବର୍ଷର ଶିଶୁ ୧୦ଟି ରଙ୍ଗ, ଶରୀରର ୨୬ଟି ଅଙ୍ଗ, ଏ ରୁ ଜେଡ୍‌ ପର୍ଯ୍ୟନ୍ତ ୱାର୍ଡ, ୮ଟି ଜାତୀୟ
Read More...