Monthly Archives

April 2022

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଡ଼କ ପରିବହନ ଅଧିକାରୀ ରାମ ନିବାସ ସିର୍କା ଏଜେଣ୍ଡା ଅନୁଯାୟୀ ସଭା
Read More...

ନର୍ଲାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଲାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ. ଗାଭାଲି ପରାଗ ହର୍ଷଦ୍‌ଙ୍କ ଅଧକ୍ଷତାରେ ଆରକ୍ଷୀ ଅଧିକ୍ଷକ ଡ. ଶ୍ରବଣା ବିବେକ ଏମ, ପିଡି, ଡି ଆର୍ ଡିଏ ସୋମେଶ କୁମାର ଉପାଧ୍ୟାୟଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ
Read More...

୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ମା’ ଶାରଳା ମନ୍ଦିର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଝଙ୍କଡ ସ୍ଥିତ ପ୍ରସିଦ୍ଧ ମା' ଶାରଳା ମନ୍ଦିର ପରିଦର୍ଶନ କରିବା ସହ ଏହି ଐତିହାସିକ ମନ୍ଦିରର ଉନ୍ନତିକରଣ ନିମନ୍ତେ ସେବାୟତ ତଥା ଅନ୍ୟାନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ
Read More...

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିରେ ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ
Read More...

ଡେଲାଙ୍ଗ ଥାନା ହାଜତରୁ ଅଭିଯୁକ୍ତ ଫେରାର୍‌ ଘଟଣାରେ ଏଏସ୍‌ଆଇ ଓ କନେଷ୍ଟବଳ ନିଲମ୍ବିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣ ତରାବୋଇ ଗ୍ରାମରେ ହୋଇଥିବା ଏକ ଆକ୍ରମଣ ଘଟଣାରେ ଡେଲାଙ୍ଗ ଥାନାରେ ଅଟକ ଥିବା ଜଣେ ଅଭିଯୁକ୍ତ ପୁଲିସ ହେପାଜତରୁ ଫେରାର ହୋଇଯିବା ଘଟଣାରେ ଡେଲାଙ୍ଗ ଥାନାର କାର୍ଯ୍ୟରତ ମହିଳା ଏଏସ୍‌ଆଇ ପଦ୍ମିନୀ ସାହୁ ଓ ମହିଳା
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଳୋକ ସଂପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।
Read More...

ନିବନ୍ଧ ପ୍ରତିଯୋଗିତାରେ ଅନୁଶ୍ରୀ ସାହୁ ସର୍ବଭାରତୀୟ ସ୍ତରରେ ପ୍ରଥମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଦ୍ୟା ଭାରତୀ ଏବଂ ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ନିବନ୍ଧ ପ୍ରତିଯୋଗିତାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଛତ୍ରପୁରର ଛାତ୍ରୀ ଅନୁଶ୍ରୀ ସାହୁ ସର୍ବଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ସମ୍ମାନୀତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ
Read More...

ଆଦିବାସୀ ଛାତ୍ରୀ ନିବାସ ପାଲଟିଛି ଭୂତକୋଠି

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଡୁଆଝର ଗ୍ରାମଠାରେ ୨୦୧୨-୧୩ ମସିହାରେ ଏକ ଆଦିବାସୀ ଛାତ୍ରୀ ନିବାସ ନିର୍ମାଣ ହୋଇଥିବା ବେଳେ ଆଜିକୁ ୧୦/୧୧ ବର୍ଷ ବିତିଯାଇଥିଲେ ମଧ୍ୟ ଏଠାରେ କୌଣସି ଛାତ୍ରୀ ଏଠି ନ ଥିବାରୁ ଏହା ଭୂତକୋଠି ଓ ମଦୁଆ ମାନଙ୍କ
Read More...

ଚାଇଲ୍ଡଲାଇନ ତରଫରୁ ଖୋଲାମଞ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ଚାଇଲ୍ଡଲାଇନ ମାଧ୍ୟମରେ ନୂଆପଡା ବ୍ଲକ ସ୍ଥିତ କୋଦୋମେରି ନେତାଜୀ ସରକାରୀ ଉପ୍ରା ବିଦ୍ୟାଳୟ ପ୍ରାଙ୍ଗଣରେ ସରପଞ୍ଚ ମମତା ପୁଞ୍ଜିଙ୍କ ଅଧକ୍ଷତାରେ ଖୋଲାମଞ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସରପଞ୍ଚ ମମତା ପୁଞ୍ଜି, ଚାଇଲ୍ଡଲାଇନର
Read More...