Monthly Archives

April 2022

ସିନାପାଲି କର୍ମଜୀବୀ ସାମ୍ବାଦିକ ସଂଘର ଜରୁରୀ ବୈଠକ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକର କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ନେଇ ବରିଷ୍ଠ ସାମ୍ବାଦିକ ଶୋଭରାମ ମହାନନ୍ଦଙ୍କ ଆହ୍ୱାନ କ୍ରମେ ବାଦିବାହାଲ ସ୍ଥିତ ମୃତ୍ତିକା ପରୀକ୍ଷା ଗାର ଠାରେ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ବୈଠକରେ ବରିଷ୍ଠ
Read More...

ସଦର ବାବା ନଗର କୋଶଳ ଆବାସିକ ବିଦ୍ୟାଳୟଠାରେ ସୋନପୁର ଅଗ୍ନିଶମ ବିଭାଗ ମକଡିଲ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୋନପୁର, (ପ୍ରଭୁଦତ୍ତ ରଥ) : ସୋନପୁର ବାବା ନଗର ସ୍ଥିତ କୋଶଳ ଆବାସିକ ବିଦ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲା ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଦ୍ଵାରା ଏକ ମକଡିଲ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ସୋଇଥିଲା । ପ୍ରଥମେ ବିଦ୍ୟାଳୟ ଓ ପଡାବାସୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ନିଆଁ
Read More...

ଅସହାୟ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ତଲିପଡା ୱାର୍ଡ ନମ୍ବର ୦୪ ନିବାସୀ ଜଣେ ବୃଦ୍ଧା ମହିଳା ଦୀର୍ଘ ୫୦ ବର୍ଷରୁ ଅଧିକ ହେଲା ବରଗଡ଼ ତଲିପଡା ଅଞ୍ଚଳରେ ରହି ଆସୁଥିଲେ । ତାଙ୍କର ସ୍ୱାମୀ ଦୀର୍ଘ ବର୍ଷ ପୂର୍ବରୁ ମୃତ୍ୟୁବରଣ କରିସାରିଥିବା ବେଳେ ତାଙ୍କର କୌଣସି ନିଜ ସନ୍ତାନ ନଥିଲେ । ଗତ
Read More...

ବିଜେପି ପାଇକମାଲ ପକ୍ଷରୁ ସ୍ୱଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇକମାଲ ଭାଜପା ତରଫରୁ ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ଆଜି ସ୍ୱଚ୍ଛ ଭାରତ ବରଗଡ ଜିଲ୍ଲା ସଂଯୋଜକ ସତ୍ୟ ନାରାୟଣ ବେହେରାଙ୍କ ନେତୃତ୍ବରେ ପାଇକମାଲ ସ୍ଥିତ ସାଇରାମ ମନ୍ଦିର ପ୍ରାଙ୍ଗଣରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୨୦ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୧୩୮ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ
Read More...

ପାଣିରେ ବୁଡ଼ି ଯୁବ ବୈଜ୍ଞାନିକ ମୃତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମର ଯୁବ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନଙ୍କ ଆଜି ଅକାଳ ବିୟୋଗରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ଗାଁ ପୋଖରୀରେ ଗାଧୋଉଥିବା ବେଳେ ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିଲେ ।
Read More...

ତିନି ଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦ୍‌ଘାଟିତ : ଓଡିଶା ସହିତ ଅନ୍ୟ ତିନି ରାଜ୍ୟର ଚାଷୀ ସାମିଲ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ସୋମବାର ଠାରୁ ତିନିଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି
Read More...

କେନ୍ଦ୍ରମନ୍ତ୍ରୀ ସାଧ୍ଵୀ ନିରଞ୍ଜନ ଜ୍ୟୋତିଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ ଓ କାର୍ଯ୍ୟ ସମୀକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ଖାଉଟି ବ୍ୟାପାର ଖାଦ୍ୟ ସାଧାରଣ ବଣ୍ଟନ ଓ ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ସାଧ୍ଵୀ ନିରଞ୍ଜନ ଜ୍ୟୋତି ଗତକାଲି ଓ ଆଜି ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଗ୍ରାମ୍ୟଉନ୍ନୟନ ସଂସ୍ଥାର ସଭାଗୃହରେ ବଲାଙ୍ଗିର ଆକାଂକ୍ଷୀ ଜିଲ୍ଲା
Read More...

କନ୍ଧମାଳରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ, ୨୭ ଜଣଙ୍କର ଶୁଣାଣି ହେଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ଦୁଇ ବର୍ଷ ପରେ ସୋମବାର ଦିନ ଖୋଲିଛି କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ । ଯାହାକୁ ନେଇ ଜିଲ୍ଲାବାସୀ ଖୁସି ବ୍ୟକ୍ତ କରିଛନ୍ତି । ସେହିପରି ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି ।
Read More...

୨୦ରେ ସୁନ୍ଦରଗଡ଼ ଆସୁଛନ୍ତି ତୋଗାଡିଆ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱହିନ୍ଦୁ ପରିଷଦକୁ ଛାଡି ୨୦୧୮ ମସିହାରେ ଅନ୍ତରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଗଠନ କରିଥିବା ବିଶ୍ୱବିଖ୍ୟାତ କେନସର ସର୍ଜନ ଡକ୍ଟର ପ୍ରବୀଣ ଭାଇ ତୋଗାଡିଆ ଆସନ୍ତା ୨୦ ତାରିଖ ଦିନ ସୁନ୍ଦରଗଡ଼ ଗସ୍ତରେ ଆସୁଥିବା ଜଣାପଡିଛି । ତୋଗାଡିଆଙ୍କ ଗସ୍ତକୁ ନେଇ
Read More...
error: Content is protected !!