Monthly Archives

April 2022

ଛତ୍ରପୁରରେ ପରମ୍ପରାର ଭିନ୍ନ ରୂପ ଝାମୁଯାତ୍ରା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହର ଉପକଣ୍ଠ କଣମଣା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ତରେଇ ପାଟପୁର ଗ୍ରାମରେ ବର୍ଣ୍ଣାଢ଼୍ୟ ଉତ୍ସବ ସମାବେଶରେ ଲୋକ ସଂସ୍କୃତିର ପରମ୍ପରା ଝାମୁଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଝାମୁଯାତ୍ରା ପ୍ରାୟ ଦୁଇଶହ ବର୍ଷ ଧରି ପ୍ରଚଳିତ ହୋଇଆସିଥିବା
Read More...

ପୁରେନାରେ ଚୈତ୍ର ପୂର୍ଣ୍ଣମାରେ ମୁଠିଯାତ୍ରା ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ବରତୁଣ୍ତା ଗ୍ରାମ ପଞ୍ଚାୟତରେ ଥିବା ବିଭିନ୍ନ ଗ୍ରାମରେ ଥିବା ଗ୍ରାମ୍ୟ ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରି ମୁଠିଯାତ୍ରା ଆରମ୍ଭ ହୋଇଥିଲା । ଏହି ମୁଠିଯାତ୍ରାରେ ଧଳା ଧାନକୁ ପୂଜା କରି ଧାନବୁଣା ଆରମ୍ଭ କରିଥିଲେ । ଆଜି
Read More...

ଦେବୀନଗର ଉନ୍ନୟନ କମିଟି ଗଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ୧୩ ନମ୍ବର ୱାର୍ଡ ଅନ୍ତର୍ଗତ ଦେବୀନଗର ସାହିର ଯୁବଗୋଷ୍ଠୀ ଓ ବରିଷ୍ଠ ନାଗରିକଙ୍କ ମିଳିତ ଉଦ୍ୟମରେ ଶୁକ୍ରବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଏକ ନୂତନ କମିଟି ଗଠନ ହୋଇଯାଇଛି । ବରିଷ୍ଠ ନାଗରିକ ତଥା ବିଶିଷ୍ଟ
Read More...

୨୯ ଏପ୍ରିଲରୁ ଆରମ୍ଭ ହେବ ପଦ୍ମପୁର ଲୋକ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆସନ୍ତା ତା ୨୯ /୦୪/୨୨ରୁ ତା ୦୧/୦୫ / ୨୨ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ମହା ଆଡମ୍ବରରେ ଦ୍ୱିତୀୟ ପଦ୍ମପୁର ଲୋକ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଟାଉନ କ୍ଲବ, ପଦ୍ମପୁର ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ତା ୨୪ / ୦୪ / ୨୨ରୁ ୮ ଦିନ ଧରି ବାଣିଜ୍ୟ
Read More...

ନିଷ୍ଠା ପରିବାର ତରଫରୁ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରକ୍ତ ଭଣ୍ଡାରରେ ରକ୍ତ ଅଭାବକୁ କିଛିକାଂଶରେ ଦୂର କରିବା ପାଇଁ ନିଷ୍ଠା ପରିବାରର ପ୍ରୟାସ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ଶୁଭ ପ୍ରତିଷ୍ଠା ମହୋତ୍ସବ ଅବସରରେ ନିଷ୍ଠା ପରିବାର ଓ ହନୁମାନ ମନ୍ଦିର ପ୍ରତିଷ୍ଠା କମିଟି, ବରଗଡ଼ ବ୍ଲକ ଅନ୍ତର୍ଗତ ବିଶ୍ବାଳ
Read More...

ଲୋକକବି ଜଗନ୍ନାଥ ପାଣିଙ୍କ ଜୟନ୍ତୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସାହିତ୍ୟ ଏକାଡେମୀ ଓ ଜଗନ୍ନାଥ ପାଣି ସ୍ମୃତି ସଂସଦଙ୍କ ମିଳିତ ଆନୁକୂଲ୍ୟରେ ଲୋକକବି ଜଗନ୍ନାଥ ପାଣିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଭୁବନେଶ୍ୱରସ୍ଥ ଗୀତ ଗୋବିନ୍ଦ ସଦନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଯୁଗଳ କିଶୋର ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ
Read More...

ଦେଓଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କୁ ଆତ୍ମସୁରକ୍ଷା ତାଲିମ ପ୍ରଦାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପ୍ରାଥମିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଶନିବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଉପମନ୍ୟୁ ବାଗ ସଭାକୁ ଉଦ୍‌ଘାଟନ କରିଥିଲେ । ଇଂରାଜୀ ଅଧ୍ୟାପକ ଦେବଦତ୍ତ ଗୁରୁ ଛାତ୍ରୀମାନଙ୍କର ଆତ୍ମ ସୁରକ୍ଷା
Read More...

ବର୍ଣ୍ଣାଳି ସଂଗଠନର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କଳା ଓ ସାମାଜିକ - ସାଂସ୍କୃତିକ ‘ବର୍ଣ୍ଣାଳି’ର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଶ୍ରମିକ ମଂଗଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରିଥିଲେ ସଭାପତି ପ୍ରଭାକର ମିଶ୍ର । ସଂପାଦକୀୟ ବିବରଣୀ ପଠନ କରିଥିଲେ ସଂପାଦକ ବାସୁଦେବ ମେହେର ଓ ଆୟବ୍ୟୟ
Read More...

ମା’ ସମଲେଶ୍ଵରୀଙ୍କ ମନ୍ଦିରରେ ଜଳାଭିଷେକ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ର ଗ୍ରାମ୍ୟ ଦେବୀ ମା' ସମଲେଶ୍ଵରୀଙ୍କ ମନ୍ଦିରରେ ଚୈତ୍ର ପୂର୍ଣ୍ଣିମା ଅବସରରେ ଆଜି ଭୋର ସକାଳୁ ମା' ସମଲେଶ୍ଵରୀଙ୍କ ଜଳାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସକାଳୁ ମା'ଙ୍କ ସ୍ବତନ୍ତ୍ର ପୂଜା ପରେ ଭକ୍ତମାନେ ଗଙ୍ଗା ଜଳରେ ଅଭିଷେକ କରି ଦର୍ଶନ
Read More...

ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ
Read More...
error: Content is protected !!