Monthly Archives

April 2022

୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ସମାରୋହରେ ଓଡ଼ିଶାର ମାନ୍ୟବର ବାଚସ୍ପତି ରାଜଧାନୀ ଶିଳାନ୍ୟାସରେ ପୁଷ୍ପଗୁଚ୍ଛ ପ୍ରଦାନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ
Read More...

ଭାରତରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ୧୪ ଏପ୍ରିଲ ୨୦୨୨ ସକାଳ ୮ଟାରେ ଭୁବନେଶ୍ୱର ଏଜି ଛକସ୍ଥିତ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୨୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ
Read More...

ମହାବିଷୁବ ସଂକ୍ରାନ୍ତିକୁ କାହିିଁକି ପଣା ସକ୍ରାନ୍ତି ଭାବେ ପାଳନ କରାଯାଏ, ଆସନ୍ତୁ ଜାଣିବା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାବିଷୁବ ସଂକ୍ରାନ୍ତିକୁ କାହିିଁକି ପଣା ସକ୍ରାନ୍ତି ଭାବେ ପାଳନ କରାଯାଏ ଆସନ୍ତୁ ଜାଣିବା । ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ । ତେଣୁ ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ
Read More...

ସାମ୍ବାଦିକଙ୍କ ବଡ଼ବାପା ସଂକିର୍ତ୍ତନ ବରିହାଙ୍କ ପରଲୋକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଗୌନ୍ତିଆ ପରିବାରର ମଝିଆ ଗୌନ୍ତିଆ ତଥା ପୂର୍ବତନ ୱାର୍ଡ ମେମ୍ବର ସଂକିର୍ତ୍ତନ ବରିହାଙ୍କ ଆଜି ତାଙ୍କ ରେଙ୍ଗାଲଜୁରୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି
Read More...

ବିଦ୍ୟାଳୟର ଟଙ୍କା ଖାଇଗଲେ : କୋର୍ଟ ଶୁଣାଇଲେ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡ ଓ ୩୦ ହଜାର ଟଙ୍କା ଜୋରିମାନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍କୁଲ୍‌ର ବିକାଶ ପାଇଁ ଟଙ୍କା ଆସିଲା, ହେଲେ ମାଷ୍ଟ୍ରେ ଓ ସ୍କୁଲ୍ ପରିଚଳନା କମିଟି ଅଧ୍ୟକ୍ଷ ସବୁ ଚଳୁ କରିଦେଲେ । ଏବେ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଉଭୟଙ୍କୁ ମିଳିଛି ସଜା । ଘଟଣାରୁ ପ୍ରକାଶ ଯେ, ତୁମୁଡ଼ିବନ୍ଧ ବ୍ଳକ ଧୁଡୁସି
Read More...

ପ୍ରାଜ୍ଞପୁରୁଷ କବି ଅଧ୍ୟାପକ ସଂଜୀବ କୁମାର ନାୟକଙ୍କ ସ୍ମୃତିରେ ଶ୍ରଦ୍ଧାଂଜଳି ସଭା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଓଡ଼ିଶାର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ, ପଏଁରୀ, ନାଟ୍, ନାଟ୍ୟଚକ୍ର, ଭୀମଭୋଇ କଳା ପରିଷଦ, ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର, ଟ୍ରେଣ୍ଡି ଏକାଡେମୀ ଓ କୋଶଲ ଏକାଡ଼େମୀର ମିଳିତ ଆନୁକୂଲ୍ୟରେ ଗତକାଲି ସଂଧ୍ୟା ୭.୦୦
Read More...

ପାଟଣାଗଡ଼ ପାଟଖଣ୍ଡା ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ସହ ପରିଚାଳନା କମିଟିର କର୍ମକର୍ତ୍ତା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଛକ ସ୍ଥିତ ବ୍ରହ୍ମପୁରା ପାଟଖଣ୍ଡା ପ୍ରତିଷ୍ଠା ମହୋତ୍ସବ କମିଟି ପକ୍ଷରୁ ନବନିର୍ମିତ ପାଟଖଣ୍ଡା ଦେବୀଙ୍କ ଭବ୍ୟ ମନ୍ଦିରର ବିଗ୍ରହଙ୍କ ପ୍ରତିଷ୍ଠା ମହୋତ୍ସବ ଓ ନାମ ଯଜ୍ଞ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅରକ୍ଷିତ ଯୋଷୀଙ୍କ
Read More...

କାପସିରେ ଷୋହଳ ପ୍ରହରୀ ନାମଯଜ୍ଞ ପ୍ରସ୍ତୁତି ବୈଠକ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସଦର ପଞ୍ଚାୟତ କାପସି ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପ୍ରସ୍ତୁତି ବୈଠକ କାପସି ବରଗଛ ଛକଠାରେ ମଙ୍ଗଳବାର ସଂନ୍ଧ୍ୟା ୬ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି । କାପସି ଷୋହଳ ପ୍ରହରୀ ନାମଯଜ୍ଞ କମିଟି ସଭାପତି ଜତିନ୍ଦ୍ର ଦାସଙ୍କ
Read More...

ଓୟୁଜେ ସଭାପତି ପ୍ରସନ୍ନ ମହାନ୍ତିଙ୍କ ସହିତ ଏନଡିୟୁଜେ ସାମ୍ବାଦିକଙ୍କ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସାମ୍ବାଦିକ ଭବନଠାରେ ଓୟୁଜେ ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତିଙ୍କ ସହିତ ନୂଆପଡାର ନବ ଗଠିତ ସାମ୍ବାଦିକ ସଂଘ ଏନ୍‌ଡିୟୁଜେର ସଦସ୍ୟ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନବଗଠିତ ଏନଡିୟୁଜେର ଆଗାମୀ କାର୍ଯ୍ୟକ୍ରମ ଉପରେ ବିସ୍ତୃତ
Read More...