Monthly Archives

April 2022

ଦେଓଗାଁ ବ୍ଲକରେ ଶିକ୍ଷା ସଚେତନତା ରଥ ଶୁଭାରମ୍ଭ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ରତନପୁର ସ୍ଥିତ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲା ସମଗ୍ର ଶିକ୍ଷା ତରଫରୁ ‘ଆସ ଆମେ ସ୍କୁଲ ଯିବା’ ଶିକ୍ଷା ସତେନତା ରଥର ଶୁଭାରମ୍ଭ କରାଯାଇଛି । ଉଦ୍‌ଘାଟନି ଉତ୍ସବରେ ଅତିରିକ୍ତ ଶିକ୍ଷାଧିକାରୀ ତଥା ବି.ଆର୍‌.ସି.ସି. ଅଜିତ ସାହୁ,
Read More...

ମେ ୩ରୁ ଭୀମପାହାଡ ମହୋତ୍ସବ ଆରମ୍ଭ : ଭୀମପାହାଡ଼ରେ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ମକୁନ୍ଦପୁର ପଞ୍ଚାୟତ ଭୀମଡୁଙ୍ଗୁରି ନିକଟସ୍ଥ ଭୀମପାହାଡ ପର୍ଯ୍ୟଟନସ୍ଥଳୀରେ ହୋଇ ଆସୁଥିବା ଭୀମପାହାଡ ମହୋତ୍ସବ ଚଳିତ ବର୍ଷ ଅଷ୍ଟମ ବର୍ଷରେ ପହଞ୍ଚିଛି । ଏହି ମହୋତ୍ସବ ପାଇଁ ସୋମବାର ଦିନ ଏକ ପ୍ରସ୍ତୁତି ବୈଠକ ଭୀମପାହାଡ଼ ସ୍ଥଳରେ ହୋଇଯାଇଛି
Read More...

ଜରାସିଂହାରେ ୧୯ତମ ଶ୍ରୀରାମ ମହୋତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ହିନ୍ଦୁ ନବବର୍ଷ ଉପଲକ୍ଷେ ଦେଓଗାଁ ବ୍ଲକ ଜରାସିଂହାରେ ୧୯ତମ ଶ୍ରୀରାମ ମହୋତ୍ସବ ପାଳିତ ହୋଇଯାଇଛି । ଚଳିତ ଚୈତ୍ର କୃଷ୍ଣପକ୍ଷ ଚତୃଦଶୀ ୧ତାରିଖ ଠାରୁ ଚୈତ୍ର ଶୁକ୍ଲପକ୍ଷ ଦଶମୀ ତିଥିରୁ ଆରମ୍ଭ ହୋଇ ସୋମବାର ଦିନ ପର୍ଯ୍ୟନ୍ତ ଜରାସିଂହା ବଜରଙ୍ଗ ଦଳର
Read More...

କୋଭିଡ-୧୯ ମୃତକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ଦାବୀ ଦାଖଲ ପାଇଁ ସମୟସୀମା ଧାର୍ଯ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ପିଆଇବି) : କୋଭିଡ-୧୯ ମୃତକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ଆବେଦନ ଦାଖଲ କରିବା ନିମନ୍ତେ ସୁପ୍ରିମ୍‌କୋର୍ଟ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିଛନ୍ତି । ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣଙ୍କ ଘୋଷଣା ଅନୁଯାୟୀ ଏହି ସହାୟତା ପ୍ରଦାନ କରାଯିବ
Read More...

କୁଡାସିଂହାରେ ଆଦିତ୍ୟ ଓ ଆନନ୍ଦ ବାହିନୀ ପକ୍ଷରୁ ଶ୍ରୀରାମ ନବମୀ ଉପଲକ୍ଷେ ପ୍ରବଚନ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ସ୍ଥିତ ରାଧାକୃଷ୍ଣ ମନ୍ଦିର ନିକଟରେ କୁଡାସିଂହା ଆଦିତ୍ୟ ବାହିନୀ ଏବଂ ଆନନ୍ଦ ବାହିନୀ ତରଫରୁ ଶ୍ରୀରାମ ନବମୀ ଉପଲକ୍ଷେ ଅନନ୍ତ ଶ୍ରିବୁଭୂପିତ ପୂଜ୍ୟପାଦ ଶଙ୍କରାଚାର୍ଯ୍ୟ ପୁରୀ ଗୋବର୍ଦ୍ଧନ ପିଠାଧିଶ୍ୱର ଶ୍ରୀ ଶ୍ରୀ
Read More...

କୁଡାସିଂହା ବୁଢାଡଙ୍ଗର କଲେଜରେ ଆତ୍ମରକ୍ଷା କୌଶଳ ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ସ୍ଥିତ ବୁଢ଼ାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗତ ଶୁକ୍ରବାର ଦିନରୁ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଚାଲୁଅଛି । ଏହି ଅବସରରେ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର
Read More...

୧୧୨ ଗ୍ରାମ ବ୍ରାଉନସୁଗାର ଜବତ ସହ ଜଣେ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର କ୍ୟାପିଟାଲ ଥାନା ଅଧିନ କେଦାରପଲ୍ଲୀ ବସ୍ତିରୁ ୧୧୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗର ସ୍ବତନ୍ତ୍ର ଟିମ । ସୂଚନା ଅଦୁସାରେ ଜଣେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ ଅବକାରୀ ଟିମ୍ ଏହାକୁ ଜବତ କରିଛି । ଜବତ ହୋଇଥିବା
Read More...

ଜାତୀୟ ନିରାପଦ ମାତୃତ୍ୱ ଦିବସରେ ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ୱାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଡାକ୍ତରଖାନାରେ ଆଜି ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳନ
Read More...

ନାଇକେନପାଲିରେ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ଏହି ପାଳନତ୍ସୋବରେ ଯୋଗ ଦେଇ ଉପସ୍ଥିତ ଗର୍ଭବତୀ ମହିଳାଙ୍କୁ ନିରାପଦ
Read More...

ଆଦର୍ଶ ପାଠାଗାରରେ ଆୟୋଜିତ ଚନ୍ଦନ ସ୍ମୃତି ଚିତ୍ରାଙ୍କନ ପ୍ରତିଯୋଗିତାର ଫଳାଫଳ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ଚନ୍ଦନ ସ୍ମୃତି ଚିତ୍ରାଙ୍କନ ପ୍ରତିଯୋଗିତା ୨୦୨୨ର ଫଳାଫଳ ପ୍ରକାଶ ପାଇଛି । ଗୃପ ଏରେ ସେଣ୍ଟ ଯୋଶେଫ କନଭେଣ୍ଟ ସ୍କୁଲର ସୃଷ୍ଟି ପାଢୀ ପ୍ରଥମ, ଦୀପିକା ବିଗନର୍ସ ଏକାଡେମୀର ଦିବ୍ୟାଂଶୁ ଶେଖର ଦାସ
Read More...