Monthly Archives

April 2022

ଆଜାଦିକା ଅମୃତ ମହୋତ୍ସବ ଉପଲକ୍ଷେ ବକ୍ତୃତା, ରଚନା ଓ କଳା ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବ୍ଲକ ସ୍ତରୀୟ ଆଜାଦିକା ଅମୃତ ମହୋତ୍ସବ ଉପଲକ୍ଷେ ସଇଁନ୍ତଲା ବାଳିକା ବିଦ୍ୟାଳୟରେ ୮ମ ଶ୍ରେଣୀରୁ ଦ୍ୱାଦଶୀ ଛାତ୍ର ଛାତ୍ରୀମାନଙ୍କୁ ନେଇ ବକ୍ତୃତା, ରଚନା, କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ
Read More...

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

ବଲାଙ୍ଗିର, (ଦେବାଶିିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ହୋଇଥିବା କାର୍ଯ୍ୟକ୍ରମକୁ ଜୁନିୟର
Read More...

ଜନ ଶୁଣାଣି ଶିବିରରେ ଶ୍ରମିକମାନଙ୍କ ଦେଖା ନାହିଁ : ସାଧାରଣରେ ଚର୍ଚ୍ଚା

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଳପଡା ବ୍ଲକ କାର୍ଯ୍ୟାଳୟ ସଭା ଗୃହଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ୨୦୧୩, ଆଇସିଡ଼ିଏସ୍‌ ଯୋଜନା, ମମତା ଯୋଜନାର ୨୦୨୦-୨୧ ଆର୍ଥିକ ବର୍ଷର ବ୍ଲକ ସ୍ତରୀୟ ଜନ ଶୁଣାଣି
Read More...

ଚିକିତ୍ସାଧୀନ ଅବସ୍ଥାରେ ସାମ୍ବାଦିକଙ୍କ ଗୋଡରେ କଡ଼ି ପକାଇବା ଘଟଣା : ଅପରାଧୀକୁ ତୁରନ୍ତ ଗିରଫ କରିବାକୁ ଆଦିବାସୀ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚିକିତ୍ସାଧୀନ ଅବସ୍ଥାରେ ସାମ୍ବାଦିକଙ୍କ ଗୋଡରେ କଡ଼ି ପକାଇବା ଘଟଣା ଏକ ଧର୍ତ୍ତବ୍ୟ ଅପରାଧ । ଅପରାଧୀକୁ ତୁରନ୍ତ ଗିରଫ କରିବାକୁ ଆଦିବାସୀ ମହାସଂଘ ଦାବୀ କରିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକର କନକ ନିୟୁଜ ଏବଂ ସମ୍ବାଦ ଖବର କାଗଜର ସାମ୍ବାଦିକ ଲୋକନାଥ
Read More...

ଶାରଳା ସାଂସ୍କୃତିକ ପରିଷଦର ସାରଳା ସାହିତ୍ୟ ଆଲୋଚନା ଓ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ଶାରଳା ସାଂସ୍କୃତିକ ପରିଷଦ ତରଫରୁ ବାସନ୍ତୀ ପୂଜା ଅବସରରେ ସାରଳା ସାହିତ୍ୟ ଆଲୋଚନା ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଆର୍ତ୍ତଭଂଜନ ମଲ୍ଲିକଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଅରକ୍ଷିତ କୁମାର ପାତ୍ରଙ୍କ
Read More...

ଦିବଂଗତ ଏସ୍‌ପିଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଅବସରପ୍ରାପ୍ତ ପୋଲିସ ଅଫିସର୍ସ କଲ୍ୟାଣ ଆସୋସିଏସନ୍‌ ତରଫରୁ ଗତବର୍ଷ କରୋନା କାଳରେ ପ୍ରାଣ ହରାଇଥିବା ଏସ୍‌ପି ପ୍ରସନ୍ନ କୁମାର ମହାନ୍ତି, ଆଇପିଏସ୍‌ଙ୍କୁ ତାଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ତାଙ୍କର
Read More...

ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁଗାନ୍ତକାରୀ ସ୍ୱଚ୍ଛ ଭାରତ ଅଭିଯାନର ଅଂଶସ୍ୱରୂପ ଗାଁ ପରିମଳ ବ୍ୟବସ୍ଥାରେ ସୁଧାର କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲାର ମୁଣ୍ଡୋଘାଟ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ମୁଣ୍ଡୋଘାଟ ପଂଚାୟତର ସ୍ୱାସ୍ଥ୍ୟ
Read More...

୧୪ ନମ୍ବର ୱାର୍ଡ ବୁଲି ସମସ୍ୟା ବୁଝିଲେ ପୌର ଅଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୪ ନମ୍ବର ୱାର୍ଡର ତଳି ଅଞ୍ଚଳ ଡ୍ରେନ ସମସ୍ୟା ସହିତ ବର୍ଷା ଦିନେ ପାଣି ଯାଇପାରୁ ନଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି ଏବଂ ତାର ସମାଧାନ କିପରି କରାଯିବ ବୋଲି ଆଜି ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁଙ୍କ ସହିତ ୧୪ ନମ୍ବର କାଉନସିଲର ସଂଯୁକ୍ତା ଦନ୍ତା
Read More...

ରାଉରକେଲା ସାମ୍ବାଦିକ ମାନଙ୍କ ପକ୍ଷରୁ ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡରେ ବେଡି ପକାଇଥିବା ଓ ଅମାନବୀୟ ବ୍ୟବହାର ପାଇଁ ରାଉରକେଲା ସାମ୍ବାଦିକ ସମୁହ ନିରପେକ୍ଷ ତଦନ୍ତ ଓ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରାଯାଇଛି । ଆଜି
Read More...

କନ୍ୟା ଭୃଣ-ହତ୍ୟା ରୋକିବା ଦିଗରେ କଡା ପଦକ୍ଷେପ ଗ୍ରହଣ କରାଯିବ : ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗର୍ଭଧାରଣ ପୂର୍ବ ଓ ପ୍ରଥମ ପୂର୍ବ ଲିଙ୍ଗ ନିରୂପଣ ପଦ୍ଧତି (ପି.ସି. ଆଣ୍ଡ ପି.ଏନ୍.ଡି.ଟି) ନିୟମର ଗଞ୍ଜାମ ଜିଲ୍ଲା ପରାମର୍ଶଦାତା କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ତଥା ଗଞ୍ଜାମ
Read More...