Monthly Archives

April 2022

ଡହ ଡହ ଖରା ତାତିରେ ଜବାହାର ନବୋଦୟ ପ୍ରବେଶିକା ପରୀକ୍ଷା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ମାସ ଏପ୍ରିଲ ୩୦ ତାରିଖ ଶନିବାର ଦିନ ପୂର୍ବାହ୍ନ ୧୧ଟା୩୦ରେ ଅନୁଷ୍ଠିତ ହେବାକୁ ଯାଉଛି ନବୋଦୟ ପ୍ରବେଶିକା ପରୀକ୍ଷା ଏବଂ ଅପରାହ୍ନ ସାଢ଼େ ଗୋଟେ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ଆଡମିଟ କାର୍ଡରେ ସ୍ପଷ୍ଟ ଉଲ୍ଲେଖ ରହିଛି । ଯାହାଫଳରେ ଡହ ଡହ
Read More...

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତି ଦିବସ ପାଳିତ

କୁଚିଣ୍ଡା, (କେପିଏନ୍‌ଏସ୍‌) : ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ ସାହିତ୍ୟିକ ପଦ୍ମ ଭୂଷଣ ମନୋଜ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ତଥା ସ୍ମୃତି ଦିବସ ଆଦିବାସୀ ସାମାଜିକ ଓ ସାଂସ୍କୃତିକ ପରିଷଦ ପକ୍ଷରୁ ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ସାହିତ୍ୟିକ ସୁବାସ ଚନ୍ଦ୍ର ନାୟକଙ୍କ
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୦ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୫ ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଜିଲ୍ଲା କ୍ରୀଡା ସଂସଦର ଆଜୀବନ ସଦସ୍ୟ ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ବିୟୋଗରେ ଶୋକସଭା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ସଂସଦର ଆଜୀବନ ସଦସ୍ୟ ତଥା ରାଜନେତା ସ୍ୱର୍ଗତ ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କ୍ରୀଡା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଂଜଳି
Read More...

ବରଗଡ ଜିଲ୍ଲା ଓକିଲ ସଂଘ ପକ୍ଷରୁ ମଧୁସୂଦନ ଦାସଙ୍କ ୧୭୪ତମ ଜନ୍ମ ଜୟନ୍ତୀ ପାଳିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ହେ ବରପୁତ୍ର ଓଡ଼ିଶା ମାଟିର ତୁମକୁ କୋଟି ପ୍ରଣାମ……. ଗୀତର ମୂର୍ଚ୍ଛନାରେ ଉଦ୍ଭାସିତ ହୋଇ ଉଠିଥିଲା ଆଜି ଜିଲ୍ଲା ଓକିଲ ସଂଘର ପ୍ରେକ୍ଷାଳୟ । ପବିତ୍ର ଆଇନଜୀବୀ ଦିବସ ତଥା ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜନ୍ମ ଜୟନ୍ତୀ ସମାରୋହରେ ବରଗଡ
Read More...

ଛତ୍ରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ନବ-ନିର୍ବାଚିତ ଛତ୍ରପୁର ବ୍ଳକ୍ ଅଧ୍ୟକ୍ଷା କୀରଣ କୁମାରୀ ଦାସ, ଉପାଧ୍ୟକ୍ଷା ଏସ୍.ଶାରଦା ରେଡ୍ଡୀ, ବିଧାୟକ ସୁବାଷ ଚନ୍ଦ୍ର ବେହେରା ମଞ୍ଚାସୀନ ଥିଲେ । ବିଡ଼ିଓ ଶାରଦା
Read More...

ଓଡ଼ିଶାର ଜନକ ମଧୁସୂଦନଙ୍କୁ ଓଡିଆ ଭାଷା ବିକାଶ ମଞ୍ଚର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଦ୍ବାରା ଉତ୍କଳ ଗୌରବ ମଧୁସୂଦନଙ୍କୁ ୧୭୪ତମ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇ ଓଡ଼ିଆ ଭାଷା ବିକାଶ ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ର କହିଲେ ଓଡ଼ିଆ ଜାତିର ଅସ୍ମିତା ଓଡ଼ିଶା ଭୂମିର ଗୌରବ ଓଡ଼ିଆ ସ୍ବାଭିମାନର
Read More...

୫ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା

ଭୁବେନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଏବଂ ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବହୁମୁଖୀ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି
Read More...

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ୱାର୍ଡ ନମ୍ବର ୧୬କୁ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୧୬କୁ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁଙ୍କ ସହ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ଦୀପ ଓ କାଉନସିଲର
Read More...

ଶ୍ରମିକଙ୍କୁ ସଂଶୋଧିତ ମଜୁରୀ ଓ ଆଉଟସୋର୍ସିଂରେ କାର୍ଯ୍ୟରତ କର୍ମଚାରୀଙ୍କୁ ସର୍ବନିମ୍ନ ୨୫ ହଜାର ଟଙ୍କା ପ୍ରଦାନ କରାଯାଉ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ପକ୍ଷରୁ ନିକଟରେ ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରିକୁ ସଂଶୋଧନ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ଲାଗି ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତାକୁ ବୃଦ୍ଧି କରାଯାଇଛି । ଏହି ସଂଶୋଧିତ ହାରରେ ରାଜ୍ୟରେ କାର୍ଯ୍ୟରତ
Read More...