Daily Archives

ଗନ୍ଧରାବନ୍ଧଠାରେ ବ୍ଲକ ବସୁଧା ଜଳ ଯୋଗାଣ ପମ୍ପ ଡ୍ରାଇଭର ସଂଘର ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ଗାଁର ଶିବ ମନ୍ଦିର ପ୍ରାଙ୍ଗଣରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ବସୁଧା ଜଳ ଯୋଗାଣ ପମ୍ପ ଡ୍ରାଇଭର ସଂଘର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲା
Read More...

ବେଲପଡାରେ ନିର୍ବାଚିତ ଯାଦବ ଜନପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ଗ୍ରାମରେ ଥିବା ଗଙ୍ଗାଧର ପାର୍କ ପରିସରରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ଯାଦବ ମହାସଭା ପକ୍ଷରୁ ୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିର୍ବାଚିତ ଯାଦବ ଜନପ୍ରତିନିଧିଙ୍କ ସ୍ୱାଗତ ସମ୍ବର୍ଦ୍ଧନା
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୯ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର
Read More...

ଫ୍ରେଜରପୁର ପ୍ରଧାନ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ କୋଛଦାଦର ଗ୍ରାମ ପଞ୍ଚାୟତ ଫ୍ରେଜରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିଲ୍ଲୀପ କୁମାର ସାହୁଙ୍କ ସଭାପତିତ୍ୱରେ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ସାହୁଙ୍କ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୫୧ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ
Read More...

ବରଗଡ଼ ପୌର ପରିଷଦ ସଦସ୍ୟମାନଙ୍କ ପ୍ରଥମ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦ ନବ ନିର୍ବାଚିତ ସଦସ୍ୟମାନଙ୍କ ପ୍ରଥମ ବୈଠକ ଆଜି ପୌର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ପୌରାଧକ୍ଷା ଶ୍ରୀମତୀ କଳ୍ପନା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୯ଟି ଓ୍ବାର୍ଡର କାଉନସିଲର ସଦସ୍ୟ ମାନେ ଉପସ୍ଥିତ ରହି ସହରର
Read More...

ଡା. ମଧୁସୂଦନ ଦାଶଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଜଣାଶୁଣା ଡାକ୍ତର ମଧୂସୁଦନ ଦାଶ ଆଉ ଆମ ଗହଣରେ ନାହାନ୍ତି । ସେ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଆଜି ତାଙ୍କର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଜଣେ ଶିଶୁ ବିଶେଷଙ୍ଗ ଡାକ୍ତର ଭାବରେ ସାରା ରାଜ୍ୟରେ ପରିଚିତ ଥିଲେ ସେ ।
Read More...

କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନର ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ହନୁମାନ ବାଟିକା ପରିସରରେ ‘କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନ’ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସଙ୍ଗଠନର ସୁନ୍ଦରଗଡ଼ ଜିଲ୍ଲା ଆବାହିକା ଲଳିତା ଲାକ୍ରା ଓ ସହ ଆବାହକ ତଥା ସମାଜସେବୀ ରଣଧିର
Read More...

ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳର ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳ ତଥା ସୁନ୍ଦରଗଡ ଅଟୋ ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେ ବିଶ୍ବ ଶ୍ରମିକ ଦିବସ ପାଳନ ଅବସରରେ ସେକ୍ଟର ୭ସ୍ଥିତ ସିୟର କାର୍ଯ୍ୟାଳୟଠାରେ ଆଲୋଚନାଚକ୍ର, ସମ୍ବର୍ଦ୍ଧନା, ପୁସ୍ତକ ଉନ୍ମୋଚନ ଓ ପ୍ରଗତିଶୀଳ
Read More...