Daily Archives

ଏପ୍ରିଲ ୨୦୨୨ରେ ସର୍ବକାଳୀନ ସର୍ବାଧିକ ୧.୬୮ ଲକ୍ଷ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗ୍ରହ

• ଓଡ଼ିଶାରେ ୪,୯୧୦ କୋଟି ଟଙ୍କାର ଜିଏସଟି ସଂଗ୍ରହ, ପୂର୍ବ ବର୍ଷର ସମାନ ଅବଧି ତୁଳନାରେ ୨୮ ପ୍ରତିଶତ ଅଧିକ ରାଜସ୍ବ ଆଦାୟ• ଏପ୍ରିଲ ୨୦୨୨ରେ ସକଳ ଜିଏସଟି ସଂଗ୍ରହ ସର୍ବକାଳୀନ ସର୍ବାଧିକ ସ୍ତରରେ ପହଞ୍ଚିଲା• ଗତ ମାସରେ ସଂଗୃହିତ ୧,୪୨,୦୯୫ କୋଟି ଟଙ୍କାର ଜିଏସ୍‌ଟି ରାଜସ୍ବ ତୁଳନାରେ ୨୫ ହଜାର
Read More...

ସରକାରୀ ଅନୁଦାନ ଆତ୍ମସାତ ଅଭିଯୋଗ : ପ୍ରଧାନ ଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ଡୁଆଝର ପଂଚାୟତ ଅର୍ନ୍ତଗତ ସମସେରପଦର ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଆସିଥିବା ବିଭିନ୍ନ ଅନୁଦାନକୁ ପ୍ରଧାନ ଶିକ୍ଷକ ହେରଫେର କରୁଥିବା ନେଇ ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ସେମାନଙ୍କ
Read More...

ଛତ୍ରପୁରଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ସ୍ଥ ସଂସ୍କୃତି ଭବନ ମଞ୍ଚରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମଦିବସ ପାଳିତ ହୋଇଯାଇଛି । ମଇ ଦିବସ ଅବସରରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରମିକ
Read More...

ଖପ୍ରାଖୋଲରେ ତାଲୁକା ଆଇନ୍ ସେବା ପକ୍ଷରୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ : ଶ୍ରମିକଙ୍କ ସୁରକ୍ଷା ନେଇ ଆଲୋକପାତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ପାଟଣାଗଡ ତାଲୁକ ଆଇନ ସେବା କମିଟି ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ରବିବାର ପାଳିତ ହୋଇଯାଇଛି । କମିଟି ସଦସ୍ୟ ଆଇନଜୀବୀ ଭକ୍ତରାମ୍ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...