Daily Archives

ଆଜି ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ପ୍ରତି ବର୍ଷ ମେ' ମାସ ୩ ତାରିଖରେ ପାଳିତ ହୁଏ ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ୍‌ ସ୍ୱାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରିଥିଲା । ଚଳିତ
Read More...

କରୋନା ଟୀକାକରଣ ବିଷୟରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି : ଟୀକା ପାଇଁ ବାଧ୍ୟ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ : କରୋନା ଜୀବାଣୁ ବିରୋଧରେ ଟୀକାକରଣ ଡ୍ରାଇଭ୍‌କୁ ନେଇ ଆଜି ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମକୋର୍ଟ ତାଙ୍କ ଆଦେଶରେ କହିଛନ୍ତି ଯେ, ଏହି ଟୀକା ନେବାକୁ କେହି ବାଧ୍ୟ କରିପାରିବେ ନାହିଁ । ଅଦାଲତ ଏହା ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନର ଟୀକା ନୀତିକୁ
Read More...

ରାଜ୍ୟରେ ଖନନ ହେବ ୧ ଲକ୍ଷ ନୂଆ ବୋରଓ୍ୱେଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜୁ କୃଷକ ବିକାଶ ଯୋଜନା ମାଧ୍ୟମରେ ଗଭୀର ବୋରଓ୍ୱେଲ୍ ସହାୟକ ହୋଇପାରିଛି । ୨୦୨୫-୨୬ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରାୟ ୧ ଲକ୍ଷ ନୂଆ ବୋରଓ୍ୱେଲ୍ ଖନନ କରି ୫ ଲକ୍ଷ ହେକ୍ଟରରୁ ଅଧିକ ଚାଷ ଜମିକୁ ବର୍ଷତମାମ ଜଳସେଚନ ଯୋଗାଇ ଦେବା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ମୃତ, ୨ ଗୁରୁତର

କଳାହାଣ୍ଡି, (ପି.କେ.ସାହୁ) : ଆଜି ସକାଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
Read More...

ଆଦିବାସୀ ମେଳା-୨୦୨୨ ଉଦ୍‌ଯାପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ଵର ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଆଦିବାସୀ ମେଳା-୨୦୨୨ ଉଦ୍‌ଯାପିତ ହୋଇଯାଇଛି । ବିଗତ ୧୦ ଦିନ ଧରି ଚାଲିଥିବା ଏହି ମେଳାରେ ବିଭିନ୍ନ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବେପାର ଉତ୍ସାହଜନକ ଥିଲା । ମେଳାରେ କାରବାର କ୍ଷେତ୍ରରେ ଭଲ
Read More...

ଶିଶୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ : ୮୦ ଜଣଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଥିବା ଡିଇଆଇସି କେନ୍ଦ୍ରଠାରେ ଆଜି ୮୦ ଜଣ ଶିଶୁଙ୍କୁ ମାଗଣା ବିଭିନ୍ନ ପ୍ରକାରର ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ମୁଖ୍ୟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଜର୍ମାନୀ ସଂଘୀୟ ସାଧାରଣତନ୍ତ୍ରର ଚାନ୍ସେଲରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଜର୍ମାନୀ ସଂଘୀୟ ସାଧାରଣତନ୍ତ୍ରର ଚାନ୍ସେଲର ମହାମହିମ ମିଃ ଓଲାଫ ସ୍କୋଲ୍‌ଜ୍‌ଙ୍କ ସହିତ ସାକ୍ଷାତ ଆଲୋଚନା କରିଛନ୍ତି । ଭାରତ ଏବଂ ଜର୍ମାନୀ ମଧ୍ୟରେ ଷଷ୍ଠ ପର୍ୟ୍ୟାୟ ଦ୍ବିପାକ୍ଷିକ ଆନ୍ତଃସରକାରୀ ବିଚାରବିମର୍ଶ (ଆଇଜିସି)
Read More...

ଯୋଗିନୀ ଉତ୍ସବ ‘ଝରିଏଲ୍’ ଉଦ୍‌ଘାଟିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "କଳାଶ୍ରୀ ଆର୍ଟ ଏକାଡେମୀ" ଆନୁକୂଲ୍ୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ତମ ସର୍ବଭାରତୀୟ ଯୋଗିନୀ ମହୋତ୍ସବ "ଝରିଏଲ୍" ରାଜ୍ୟର ଏକାଧିକ ସ୍ଥାନରେ ଅନୁଷ୍ଠିତ ହେଉଛି । ଗତ ତା୦୧/୦୫/୨୦୨୨ ରବିବାର
Read More...

ବାସନ୍ତୀ ପାଠାଗାର ଆନୁକୂଲ୍ୟରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଓ…

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର ତରଫରୁ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଠାଗାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସଭାପତି ପ୍ରଫେସର ଜେ କେ ରାଓଙ୍କ ଅଧ୍ୟକ୍ଷତା,
Read More...