Daily Archives

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୮ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ବଲାଙ୍ଗିର ଆକାକ୍ଷୀଂ ଜିଲ୍ଲା ଦାୟିତ୍ୱରେ ଥିବା କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ : କ୍ଷେତ୍ର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆକାକ୍ଷୀଂ ଜିଲ୍ଲା ଦାୟିତ୍ୱରେ ଥିବା କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ତଥା କେନ୍ଦ୍ର ସରକାରଙ୍କ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ଶାସନ ସଚିବ ଡ. ସି.ଏସ୍‌. କୁମାର ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଆଜି ପୂର୍ବାହ୍ନରେ କ୍ଷେତ୍ର ପରିଦର୍ଶନ କରିଥିଲେ ।
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ବଚ୍ଛତା ଓ ପରିବେଶକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଇସ୍ପାତ ସରୋବର ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଦେବେନ୍ଦ୍ର ସେଠୀଙ୍କ ସଭାପତିତ୍ବ ଓ
Read More...

ଭୁଜାଲିରେ ଆକ୍ରମଣ କରି ୩ ଲକ୍ଷ ଲୁଟି ନେଇଥିବା ଅଭିଯୋଗ

କାମାକ୍ଷାନଗର : ଭୁଜାଲିରେ ଆକ୍ରମଣ କରି ୩ ଲକ୍ଷ ଲୁଟି ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ନିକଟରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୩ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଲୁଟର ଶିକାର ହୋଇଛନ୍ତି ବ୍ୟବସାୟୀ
Read More...

ଜାତୀୟ ଶିକ୍ଷାନୀତି ବିରୋଧରେ ଏଆଇଡିଏସ୍‌ଓର ଦସ୍ତଖତ ସଂଗ୍ରହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିକ୍ଷାର ଘରୋଇକରଣ, ବ୍ୟବସାୟୀକରଣ ଓ ସମ୍ପ୍ରଦାୟୀକରଣ ଓ ଜାତୀୟ ଶିକ୍ଷାନୀତି ୨୦୨୦ ବିରୋଧରେ ଅଲ ଇଣ୍ଡିଆ ଡିଏସ୍‌ଓ ବଲାଙ୍ଗିର ଜିଲ୍ଲା କମିଟି ପକ୍ଷରୁ ବଲାଙ୍ଗିର ରାଜେନ୍ଦ୍ର କଲେଜ ଛକ ସମ୍ମୁଖରେ ଦସ୍ତଖତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି । ସଂଘ ପକ୍ଷରୁ
Read More...

କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକର ସମସ୍ୟାକୁ ଲୋକସଭା ଓ ବିଧାନସଭାରେ ଉପସ୍ଥାପିତ କରାଯିବ

ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରର ୨୧ତମ ଅଧିବେଶନରେ ସାଂସଦ ଉଲାକା ଓ ବିଧାୟକ ବାହିନୀପତିଙ୍କ ଦୃଢେ଼ାକ୍ତି ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଇ ଆସୁଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ ଯେଉଁଭଳି ଆର୍ଥିକ ଅନାଟନର ସମ୍ମୁଖୀନ
Read More...

ସହରର ବିଭିନ୍ନ ସ୍ଥାନର ସଫେଇ କାର୍ଯ୍ୟର ତଦାରଖ କଲେ ପୌର ଉପାଧ୍ୟକ୍ଷା ଗାୟିତ୍ରୀ ଭୋଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରାଂଚଳ ଅନ୍ତର୍ଗତ ବିଭିନ୍ନ ସ୍ଥାନକୁ ଯାଇ ସଫେଇ କାର୍ଯ୍ୟର ତଦାରଖ କରିଛନ୍ତି ପୌର ଉପାଧ୍ୟକ୍ଷା ଗାୟିତ୍ରୀ ଭୋଇ । ପୌର ଉପାଧ୍ୟକ୍ଷା ସୁଶ୍ରୀ ଗାୟିତ୍ରୀ ଭୋଇ ନିଜେ ଉପସ୍ଥିତ ରହି ବିଭିନ୍ନ ସ୍ଥାନର ଡ୍ରେନଗୁଡିକୁ ସଫେଇ କରାଇଥିବା ବେଳେ ଆଗକୁ
Read More...

ହନୁମାନ ମନ୍ଦିର ପ୍ରତିଷ୍ଠା ଓ ଷୋହଳ ପ୍ରହରୀ ନାମଯଜ୍ଞ : ହରିରାମ ଭକ୍ତି ଭାବରେ ବୁଡିଲେ ଭକ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ବନମାଲ ଗ୍ରାମଠାରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ତା ୨/୫/୨୨ ରୁ ୪/୫/୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ତିନି ଦିନ ଧରି ଷୋହଳ ପ୍ରହର
Read More...

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ଦ୍ୱିତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆଜି ଦ୍ଵିତୀୟ ଦିନରେ ପହଞ୍ଚିଛି । ଯଜ୍ଞ ମଣ୍ଡପରେ ପୂଜାର୍ଚ୍ଚନା ଜାରି ରହିଥିବା ବେଳେ ଚବିଶ ପ୍ରହରୀ ଅଖଣ୍ଡ ନାମ ଯଜ୍ଞ
Read More...

ପବିତ୍ର ଅକ୍ଷୟ ତୃତୀୟାରେ ନୂତନ ଟେଲିଫିଲ୍ମର ମୁହୁରତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ନୂତନ ଟେଲିଫିଲ୍ମ ସଂକୀ କଳା ବିକାଶ ସମିତି ପକ୍ଷରୁ ସତଲମା ଗ୍ରାମରେ ମୁହୁର୍ତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବିଜ୍ଞାପିତ ଅଂଚଳ ପରିଷଦ ବରପାଲି ଅଧକ୍ଷ ଦିନେଶ ଗହିର ମୁଖ୍ୟ ଅତିଥି ଭାବରେ ଯୋଗଦାନ
Read More...