Daily Archives

ସିୟୁଇଟି ପରୀକ୍ଷା ପାଇଁ ଆବେଦନ ଅବଧି ମେ’ ୨୨କୁ ଘୁଞ୍ଚିଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସିୟୁଇଟି ପରୀକ୍ଷା ପାଇଁ ଆବେଦନ ଅବଧି ମେ' ୨୨କୁ ଘୁଞ୍ଚି ଥିବା ଜଣାପଡିଛି । ସମସ୍ତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୟୁଜି ପାଠ୍ୟକ୍ରମରେ ନାମଲେଖା ପାଇଁ ସାରା ଦେଶରେ ହେବାକୁ ଥିବା ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (ସିୟୁଇଟି)ର ଆବେଦନ ସମୟ ସୀମା
Read More...

କେନାଲରୁ ମୃତଦେହ ଉଦ୍ଧାର

ଜି.ଉଦୟଗିରି : କନ୍ଧମାଳ ଜିଲ୍ଲା ନୂଆହାଟ ପଛପଟ କେନାଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ମୃତକ ଜଣଙ୍କ ଅଶୋକ ବେହେରା ବୋଲି ଜଣାପଡିଛି । ସୂଚନାନୁଯାୟୀ, ଗୁରୁବାର ରାତିରେ ନୂଆହାଟ କେନାଲରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ମୃତଦେହଟି
Read More...

ଜଙ୍ଗଲ ଭିତରୁ ୭୫୦ କୁଇଣ୍ଟାଲ ଗଞ୍ଜେଇ ଜବତ

ଲମତାପୁଟ : ଜଙ୍ଗଲ ଭିତରୁ ୭୫୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ବିଶେଷ ସୂତ୍ରରୁ ଖବର ପାଇ ନନ୍ଦପୁର ଏସଡିପିଓଙ୍କ ନେତୃତ୍ଵରେ କଣ୍ଟା ଗାଁ ନିକଟ ଜଙ୍ଗଲ ଭିତରୁ ୭୫୦କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ମାଛକୁଣ୍ଡ ଓ ଲମତାପୁଟ ପୋଲିସ । ତେବେ ଘଟଣାସ୍ଥଳରୁ ମାଫିଆମାନେ ଫେରାର୍
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ବିପ୍ଲବୀ ଧରଣୀଧରଙ୍କ ଜୟନ୍ତୀ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିପ୍ଲବୀ ଧରଣୀଧର ନାଏକ ଜନଜାତି ସ୍ବାଭିମାନର ପ୍ରତୀକ ଥିଲେ । ତାଙ୍କର ଜାତିପ୍ରୀତି ତଥା ଆଦର୍ଶ ଉତ୍ତରପିଢି ପାଇଁ ପ୍ରେରଣା ହୋଇ ରହିବ ବୋଲି ଜୟଦେବ ଭବନରେ ଆୟୋଜିତ ବିପ୍ଲବୀ ଧରଣୀଧରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ବିଶିଷ୍ଟ ଅତିଥିମାନେ ମତବ୍ୟକ୍ତ
Read More...

ସାମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ସୂଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ରାଜୀବ ଭବନଠାରେ ଗଣମାଧ୍ୟମର ଉପସ୍ଥିତ ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଲେ ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଘୁର୍ଣ୍ଣିବଳୟ ଅବପାତର ରୂପ ନେଇପାରେ । ଅବପାତରୁ
Read More...

କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀଙ୍କ ସହ ସାକ୍ଷାତ୍ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଓ କୁଲାଡ଼ରେ ଟ୍ରକ୍ ଦ୍ୱାରା ଆଲୁମିନିୟମ ପରିବହନ ଏବଂ ଠିକା ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି ନେଇ ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ• ନାଲକୋ ଦ୍ୱାରା ସ୍ମେଲଟର ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ଆଲୋଚନା• କୋଇଲା ଖନନ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ମୌଳିକ ସମସ୍ୟାକୁ ପ୍ରାଥମିକତା
Read More...

ଦେଶରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ…

• ଗ୍ରୀଷ୍ମ ପ୍ରବାହ କିମ୍ବା ଅଗ୍ନିକାଣ୍ଡ କାରଣରୁ ଜୀବନହାନି ରୋକିବା ପାଇଁ ଯଥାସମ୍ଭବ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ• ନିଆଁ ଦାଉରୁ ଦେଶର ବିଭିନ୍ନ ଜଙ୍ଗଲକୁ ସୁରକ୍ଷିତ ରଖିବା ଲାଗି ସାମୂହିକ ପ୍ରୟାସର ଆବଶ୍ୟକତା ରହିଛି : ପ୍ରଧାନମନ୍ତ୍ରୀ• ‘ବନ୍ୟା ମୁକାବିଲା
Read More...

ବରଗଡ ଡିଷ୍ଟ୍ରିକ୍ଟ ପ୍ରିମୀୟର ଲିଗ୍ କ୍ରିକେଟ ପ୍ରତିଯୋଗିତାର ଦ୍ୱିତୀୟ ଦିନରେ ସିଂ ୱାରିୟରସ୍‌ ବିଜୟୀ

ବରଗଡ ରୟାଲ ଟାଇଗର ଓ ବରଗଡ ସ୍ପାରଟନ ମଧ୍ୟରେ ଦ୍ଵିତୀୟ ମ୍ୟାଚ୍ ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଡିଷ୍ଟ୍ରିକ୍ଟ ପ୍ରିମୀୟର ଲିଗ୍, ବିଡିପିଏଲ କ୍ରିକେଟ ପ୍ରତିଯୋଗିତାରେ ଆଜି ସିଂ ୱାରିୟର ଓ ଅତାବିରା ହୁଆଇଟ ହର୍ଷ ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ରେ ସିଂ ୱାରିୟର ଦଳ ଟସ୍ ଜିତି
Read More...

ପଦ୍ମପୁରରେ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌), ମୁଣ୍ଡୁଲି, କଟକ ତରଫରୁ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର
Read More...