Daily Archives

ବାହାରିନ୍‌ ପାରାବ୍ୟାଡମିଣ୍ଟନ୍‌ ଖେଳିବେ ୩ ଓଡିଆ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୋମବାରଠାରୁ ଆରମ୍ଭ ହୋଇଥିବା ବାହାରିନ୍‌ ଆନ୍ତର୍ଜାତୀୟ ପାରାବ୍ୟାଡମିଣ୍ଟନ୍‌ରେ ୩ ଜଣ ଓଡିଆ ଖେଳାଳି ଖେଳିବେ । ସେମାନେ ହେଲେ ଅଲମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜୟୀ ପ୍ରମୋଦ ଭଗତ, ଦିଲେଶ୍ୱର ରାଓ ଏବଂ ଦୀପରଞ୍ଜନ ବିଶୋଇ । ମାନାମା ସହରରେ ୨୧ ତାରିଖ ପର୍ଯ୍ୟନ୍ତ
Read More...

ନେପାଳର ଲୁମ୍ବିନୀରେ ବୁଦ୍ଧଜୟନ୍ତୀ ସମାରୋହ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳର ଲୁମ୍ବିନୀସ୍ଥିତ ଆନ୍ତର୍ଜାତିକ ଅଧିବେଶନ କେନ୍ଦ୍ର ଓ ଧ୍ୟାନ ଭବନରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି । ତାଙ୍କ ସହିତ ନେପାଳ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଶେର ବାହାଦୁର ଦେଉବା ଓ ତାଙ୍କ ପତ୍ନୀ ଡକ୍ଟର
Read More...

ଲୁମ୍ବିନୀ, ନେପାଳରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଫର୍‌ ବୁଦ୍ଧିଷ୍ଟ କଲ୍ଚର ଆଣ୍ଡ ହେରିଟେଜର ଶିଳାନ୍ୟାସ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଲୁମ୍ବିନୀ ମଠ କ୍ଷେତ୍ର, ଲୁମ୍ବିନୀ, ନେପାଳଠାରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଫର ବୁଦ୍ଧିଷ୍ଟ କଲ୍ଚର ଆଣ୍ଡ ହେରିଟେଜ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ।ଏହି କେନ୍ଦ୍ର
Read More...

ଜାତୀୟ ରାଜପଥ କଡ଼ରୁ ତାଳଗଛ ହଟାଇବାକୁ ବନ ବିଭାଗକୁ ଅନୁରୋଧ

ଦେଓଗାଁ, (ମନୀଷ କୁମାର ସାହୁ) : ବରଗଡ଼-ବୋରିଗୁମ୍ମା ଜାତୀୟ ରାଜପଥର ଦେଓଗାଁ ଡାକ ବଙ୍ଗଳା ଛକରେ ଦୁଇଟ ବଡ଼ ତାଳଗଛ ରହିଛି । ଏହା ଦ୍ଵାରା ପ୍ରତି ମୁହୂର୍ତ୍ତରେ ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀ, ବିଭିନ୍ନ ଗାଁରୁ ଆସି ବସ୍ ଅପେକ୍ଷାରେ ଥିବା ଲୋକମାନେ ବିପଦର ସମ୍ମୁଖୀନ ହେଉଛନ୍ତି ।
Read More...

ଆନନ୍ଦ ଆଚାର୍ଯ୍ୟ ପ୍ରିମୀୟର ଲିଗ୍ ଫୁଟବଲ୍ ପ୍ରତିଯୋଗିତା : ଦ୍ଵିତୀୟ ଦିବସରେ ବୋଡ଼ାସମ୍ବର୍ ଏଫ୍ ସି ବିଜୟୀ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଗତକାଲି ଆରମ୍ଭ ହୋଇଥିବା ଆନନ୍ଦ ଆଚାର୍ଯ୍ୟ ପ୍ରିମୀୟର ଲିଗ୍ ଫୁଟବଲ୍ ପ୍ରତିଯୋଗିତାର ଆଜି ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ରେ ବୋରାସମ୍ୱର ଏଫ୍ ସି ଓ ବରଗଡ ରେଲୱେ ଏଫ୍ ସି ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ରେ
Read More...

କନିଷ୍ଠ ଯନ୍ତ୍ରୀ ସୁରେଶ ସାହୁଙ୍କ ହତ୍ୟା ଘଟଣା : ହତ୍ୟାକାରୀଙ୍କୁ ଶୀଘ୍ର ଗିରଫ କର ନଚେତ ପାଞ୍ଚ ଦିନ ପରେ ଥାନା ଘେରାଓ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁରେଶ ସାହୁଙ୍କ ହତ୍ୟା ଘଟଣାକୁ ୧୨ଦିନ ପରେ ମଧ୍ୟ ଆଇନର ହାତ ଖାଲି, ଦୁର୍ନୀତିକୁ ପ୍ରଶୟ ଦେଉନଥିବା ଜଣେ ସ୍ଵଛ ଅଧିକାରୀଙ୍କୁ ମାରିଦେବା ଓ ତଦନ୍ତ ନାଁରେ ପୋଲିସ ଚୁପ୍‌ ବସିବା ନିଶ୍ଚିତ ଭାବରେ ସନ୍ଦେହ ସୃଷ୍ଟି କରୁଛି
Read More...

ଯଦୁନାଥ ଦାସ ଥିଲେ ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ

ସମାଜ ସେବୀ ଯଦୁନାଥ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାରମ୍ଭିକ ଜୀବନରେ ବହୁ ଘାତ ପ୍ରତିଘାତର ସମ୍ମୁଖୀନ ହୋଇ ମଧ୍ୟ ନିଜର ଅଦମ୍ୟ ପ୍ରଚେଷ୍ଟା ତଥା ଦୃଢ଼ ମନୋବଳ ଯୋଗୁଁ ଯଦୁନାଥ ଦାସ ସଫଳତାର ଶୀର୍ଷରେ ପହଞ୍ଚି ପାରିଥିଲେ । ମାତ୍ର ତାଙ୍କର
Read More...

ପ୍ରଫେସର ହୃଦମଣି ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ପଶ୍ଚିମ ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକ ତଥା ସମ୍ବଲପୁରୀ ଭାଷା ସାହିତ୍ୟର ସାଧକ ସ୍ୱର୍ଗତ ପ୍ରଫେସର ହୃଦମଣି ପ୍ରଧାନଙ୍କ ଜନ୍ମ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ପାଠାଗାରର ଉପ- ସଭାପତି
Read More...

ଜଳିଗଲା କପଡା ଦୋକାନ, ଲକ୍ଷାଧିକ ଟଙ୍କାର କ୍ଷତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ରାମଜୀପଡାରେ ଥିବା ସରଗମ କପଡା ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି । ରବିବାର ବିଳମ୍ବିତ ରାତିରେ କୌଣସି କାରଣରୁ ନିଆଁ ଲାଗି ଦୋକାନ ବାହାରେ ଜଳୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ସେମାନେ ପ୍ରଥମେ ଅଗ୍ନିଶମ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...