Daily Archives

ଆର୍‌ଏନ୍‌ ସିଂଦେଓ ସନ୍ତରଣଗାରରେ ଜିଲ୍ଲା ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସନ୍ତରଣ ସଂଘ ତରଫରୁ ସ୍ଥାନୀୟ ଆର୍‌ଏନ୍‌ ସିଂଦେଓ ସନ୍ତରଣଗାରରେ ବଲାଙ୍ଗିର ଜିଲ୍ଲା ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ସମ୍ମାନିତ
Read More...

ହରିଶଙ୍କର ବୈଶାଖ ମେଳାରେ ଅନ୍ନସେବା ବଣ୍ଟନ ଅନୁମତି ପ୍ରଦାନ ନେଇ ଉପଜିଲ୍ଲାପାଳଙ୍କ ପାତର ଅନ୍ତର ନୀତି ଏବଂ ବିଭିନ୍ନ…

ପାଟଣାଗଡ଼, (ଗୋରେଖନାଥ ବରିହା) : ହରିଶଙ୍କର ମହୋତ୍ସବ ସମୟରେ ମେଳା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଯାହାକୁ ଆଖି ଆଗରେ ରଖି ଅନେକ ସ୍ବେଚ୍ଛାସେବୀ ସଂଗଠନ ଭକ୍ତ ଏବଂ ଦର୍ଶକଙ୍କ ପାଇଁ ଅନ୍ନଭୋଗର ବ୍ୟବସ୍ଥା କରିଥାଆନ୍ତି । ସେହିଭଳି ସମଲେଇ ସେନା ମଧ୍ୟ ଅନ୍ନଭୋଗ ବଣ୍ଟନ ପାଇଁ
Read More...

ସୁଦପଡାର ଯାହୀର ହୁସେନଙ୍କ କପା ଗୋଦାମରେ ଅଗ୍ନିକାଣ୍ଡ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସୁଦପଡା ନିକଟସ୍ଥ ଗ୍ୟାସ ଗୋଦାମ ପାଖରେ ଥିବା ଯାହୀର ହୁସେନଙ୍କ କପା ଗୋଦାମରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ତେବେ କିଛି ସମୟ ପରେ ଖବର ପାଇ ବଲାଙ୍ଗିର ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି ।
Read More...

ନିର୍ବାଚନ ପରିଚାଳନା ପାଇଁ ଗଠିତ ବିଭିନ୍ନ ଟିମ୍‌ର କାର୍ଯ୍ୟ ତଦାରଖ

ଝାରସୁଗୁଡ଼ା : ବ୍ରଜରାଜନଗର ବିଧାନସଭା ଉପ ନିର୍ବାଚନ ସକାଶେ ନିଯୁକ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାରତୀୟ ରାଜସ୍ୱ ସେବା ଅଧିକାରୀ ନେଲାପାତଲା ଅଶୋକ ବାବୁ ନିର୍ବାଚନ ପରିଚାଳନା ପାଇଁ ଗଠିତ ବିଭିନ୍ନ ଟିମ୍‌ର କାର୍ଯ୍ୟ ତଦାରଖ କରିଛନ୍ତି । ପର୍ଯ୍ୟବେକ୍ଷକ ଜିଲ୍ଲା କାର୍ଯ୍ୟାଳୟରେ ସି - ଭିଜିଲ
Read More...

ରାଜ୍ୟସ୍ତରୀୟ ସାହିତ୍ୟ ଏବଂ ଆଧ୍ୟାତ୍ମିକ ସମ୍ମିଳନୀ ୨୦୨୨ ଅନୁଷ୍ଠିତ

କବି କୁଞ୍ଜବିହାରୀ ରାଉତଙ୍କୁ ସନ୍ଥ ଭୀମପ୍ରଭା ସାହିତ୍ୟ ମିତ୍ର ସମ୍ମାନ ରାଉରକେଲା, (ସସ୍ମିତା ପ୍ରଧାନ) : ଅନୁଗୁଳର ସନ୍ଥକବି ଭୀମଭୋଇ ସାହିତ୍ୟ ପରିଷଦ ତରଫରୁ ରାଜ୍ୟସ୍ତରୀୟ ସାହିତ୍ୟ ଏବଂ ଆଧ୍ୟାତ୍ମିକ ସମ୍ମିଳନୀ ୨୦୨୨ କଟକ ସ୍ଥିତ ସାରଳା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର
Read More...