Daily Archives

ସାବୁଳିଆ ଷ୍ଟୁଡେଣ୍ଟ ନୋଡାଲ ହାଇସ୍କୁଲକୁ ପାନୀୟଜଳ ପ୍ରକଳ୍ପ ଦାନ କଲେ ପୂର୍ବତନ ଛାତ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ବ୍ଳକ୍ ଅନ୍ତର୍ଗତ ସାବୁଳିଆ ଷ୍ଟୁଡେଣ୍ଟ ନୋଡାଲ ହାଇସ୍କୁଲ ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ଯୋଜନାରେ ପରିବର୍ତ୍ତନ-ସ୍ମାର୍ଟ କ୍ଲାସ ପ୍ରଚଳନ ହୋଇଛି । ସାବୁଳିଆ ଷ୍ଟୁଡେଣ୍ଟ ନୋଡାଲ ହାଇସ୍କୁଲ ଏବେ ଉନ୍ନୀତ ଓ
Read More...

ରାଜ୍ୟ ସମାଜସେବୀ ମହାସଂଘର ସହ ସମ୍ପାଦକ ଭାବେ ଅଂଶୁମାନ ପ୍ରିୟଦର୍ଶନ ମନୋନୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ସମାଜସେବୀ ମହାସଂଘର ନୂତନ ଭାବରେ ଫୁଲବାଣୀର ସମାଜସେବୀ ଅଂଶୁମାନ ପ୍ରିୟଦର୍ଶନଙ୍କୁ ରାଜ୍ୟ ତରଫରୁ ସହ ସମ୍ପାଦକ ଭାବରେ ମନୋନୀତ କରାଯାଇଛି । ଅନୁଷ୍ଠାନିକ ଭାବରେ ସଂଘର ସଭାପତି ନରୋତ୍ତମ ଦାସ ଉପୋରକ୍ତ ଦାୟିତ୍ୱ ପ୍ରଦାନ କରିବା ସହିତ,
Read More...

କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରିତ ସ୍ମାର୍ଟ ସ୍କୁଲ୍‌ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ୭୩ଟି ଉଚ୍ଚବିଦ୍ୟାଳୟର ରୁପାନ୍ତରୀକରଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ସରକାରୀ ୟୁଜିଏଚ୍ଏସ୍‌ ବିରିଗାଁ, ସରକାରୀ ହାଇସ୍କୁଲ
Read More...

ସମ୍ବାଦ ସାହିତ୍ୟ ଘର, ରାଉରକେଲାର ୨୦୨୨ -୨୦୨୪ ପାଇଁ କର୍ମକର୍ତ୍ତା ଚୟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟଘର, ରାଉରକେଲାର ଆଗାମୀ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ଓ କର୍ମକର୍ତ୍ତା ଚୟନ କୋଏଲନଗର ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି । ଆଲୋକ ରଂଜନ ମଲ୍ଲିକଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ପ୍ରଶାନ୍ତ ଦାସଙ୍କ ଆବାହକତ୍ୱରେ
Read More...

କବି ବିଶ୍ୱନାଥ ବଳଙ୍କ ‘ଭେଜା ଭେଜାଲ କରନା’ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବାମବାଦୀ ଦର୍ଶନରେ ବିଶ୍ୱସ ରଖିଥିବା କବି ବିଶ୍ୱନାଥ ବଳଙ୍କ ତୃତୀୟ କବିତା ସଂକଳନ 'ଭେଜା ଭେଜାଲ କରନା' ସେକ୍ଟର ୫ କଲଚରାଲ ଏକାଡେମୀଠାରେ ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶ୍ରମିକ ନେତା ସତ୍ୟପ୍ରୀୟ ମହାନ୍ତି ସଭାପତିତ୍ୱ କରିଥିବା ବେଳେ
Read More...

ମୋଗଲ ଅତ୍ୟାଚାରର ଶିକାର ହୋଇଥିବା ମନ୍ଦିର ଗୁଡିକର ପୁନଃରୁଦ୍ଧାର ହେଉ – କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : କାଶୀର ଜ୍ଞାନବାପୀ ମସଜିଦ ତଳେ ଏକ ମନ୍ଦିର ଥିବା ଦାବୀକୁ ନେଇ ଏବେ ବିବାଦ ଚାଲିଥିବା ବେଳେ ସେଇ ବିବାଦ ନିଆଁରେ ଘିଅ ଢ଼ାଲିଛନ୍ତି ବିଶ୍ୱହିନ୍ଦୁ ପରିଷଦର ବରିଷ୍ଠ ନେତା ଶାନ୍ତନୁ କୁସୁମ । ଭିଏଚ୍‌ପି ନେତା ଶ୍ରୀ କୁସୁମ ମୋଗଲ ଶାସକମାନଙ୍କ ଅତ୍ୟାଚାରର
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ସଭପତିତ୍ୱ ଓ ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର
Read More...

ପାନୀୟ ଜଳ ଯୋଗାଣ ଓ ସ୍ୱଚ୍ଛ ଭାରତ ମିଶନର ସ୍ୱତନ୍ତ୍ର ବୈଠକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ରତ ସଭାଗୃହରେ ପାନୀୟ ଜଳ ଯୋଗାଣ ଓ ସ୍ୱଚ୍ଛ ଭାରତ ମିଶନର ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକକୁ ବିଡିଓ ଶଂକର କେରକେଟା ପରିଚାଳନା କରିଥିଲେ । ବ୍ଲକ ଉପାଧ୍ୟକ୍ଷା
Read More...

ଡାକ୍ତର ଶିଶିର କୁମାର ସାହୁଙ୍କ ସହଧର୍ମୀଣୀଙ୍କ ବିୟୋଗ

ସୋହେଲା, (କେପିଏନ୍‌ଏସ୍‌) : ସୋହେଲା ଅଞ୍ଚଳର ଜନ ପ୍ରିୟ ସମାଜସେବୀ ଡାକ୍ତର ଶିଶିର କୁମାର ସାହୁଙ୍କ ଧର୍ମପତ୍ନୀ ଚିତ୍ରରେଖା ସାହୁଙ୍କ ୭୨ ବର୍ଷ ବୟସରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ସୋହେଲା ବାସଭବନରେ ଦେହାନ୍ତ ହୋଇଯାଇଛି । ସେ ଜଣେ ମିଷ୍ଟଭାଷୀ ଅମାୟିକ ଧର୍ମପରାୟଣା ମହିଳା ଥିଲେ ।
Read More...

ଡେଲାଙ୍ଗ ଥାନାରେ ଆମ ପୋଲିସ କାର୍ଯ୍ୟକ୍ରମ ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନା କାର୍ଯ୍ୟାଳୟ ପରିସରରେ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ଥାନା ଅଧିକାରୀ ଅନୀଲ କୁମାର ମହାନ୍ତିଙ୍କ ନେତୃତ୍ଵରେ ଆୟୋଜିତ ଆମ ପୋଲିସ କାର୍ଯ୍ୟକ୍ରମରେ ଡେଲାଙ୍ଗ ଅଞ୍ଚଳର ବୁଦ୍ଧିଜୀବୀ, ସମାଜସେବୀ, ବରିଷ୍ଟ
Read More...