Daily Archives

କୋଶଳେଶ୍ୱର ମାଳି ସମାଜର ଜିଲ୍ଲାସ୍ତରୀୟ ଶପଥ ଗ୍ରହଣ ଉତ୍ସବ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ବରଗାଁଠାରେ କୋଶଳେଶ୍ୱର ମାଳି ସମାଜ ବିକାଶ ପରିଷଦର ଶପଥ ଗ୍ରହଣ ଉତ୍ସବ ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜଗବନ୍ଧୁ ପଟେଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ପ୍ରଥମେ କୋଶଳେଶ୍ୱର ବାବାକୁ ପୂଜାର୍ଚ୍ଚନା
Read More...

ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ ଦାବୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ସରକାର ସାମାଜିକ ସୁରକ୍ଷା ଅନୁସାରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ଯୋଗାଇ ଦେବାର ବ୍ୟବସ୍ଥା କାର୍ଯ୍ୟକାରୀ କରୁଛନ୍ତିି ଏବଂ ନାମ ଅନୁମୋଦନ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ମିଳିବା ସଙ୍ଗେ ସଙ୍ଗେ କାର୍ଡ ପ୍ରଦାନ କରାଯାଇଛି
Read More...

ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ଜରୁରୀ ବୈଠକ

୧୨ ତାରିଖ ସୁଦ୍ଧା ଇନ୍ସୁରେନ୍ସ ନ ମିଳିଲେ ୧୩ ତାରିଖରେ ଆଇନ ଅମାନ୍ୟ ଆନ୍ଦୋଳନ ଚେତାବନୀ ନିଷ୍ପତ୍ତି ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଗୋରୁ ବଜାରଠାରେ ରାଜବୋଡାସମ୍ବର କୃଷକ ସଂଗଠନ ପଦ୍ମପୁର ଉପଖଣ୍ଡର ଏକ ଜରୁରୀ ବୈଠକ ସ୍ଥାୟୀ ସଭାପତି ବାଞ୍ଛାନିଧି ନାୟକଙ୍କ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଜଣେ ମୃତ, ଜଣେ ଆହତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନେହେରୁଗଲି ଛକଠାରେ ଗତକାଲି ମା' ଝିଅ ରାସ୍ତା ପାରି ହେଉଥିବା ବେଳେ ଏକ ବାଇକ ଦୃତ ଗତିରେ ଆସି ଧକ୍କା ଦେଇଥିଲା । ଆହତ ମା' ଝିଅଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ଚିକିତ୍ସାଳୟରେ ଝିଅକୁ ଡାକ୍ତର ମୃତ ଘୋଷଣା କରିଥିବା
Read More...

ଗୁଡଭେଲା ସମ୍ବାଦ ସାହିତ୍ୟ ଘର ପକ୍ଷରୁ “ବିଶ୍ୱ ତାପନର କାରଣ ଓ ନିରାକରଣ” ଶୀର୍ଷକରେ ଆଲୋଚନାଚକ୍ର…

ଗୁଡଭେଲା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ "ବିଶ୍ୱ ତାପନର କାରଣ ଓ ନିରାକରଣ" ଶୀର୍ଷକରେ ଆଲୋଚନାଚକ୍ର ରବିବାର ଅପରାହ୍ନରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ତୁଷୁରାଠାରେ ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦକ
Read More...

ଅବସରକାଳୀନ ସମର୍ଦ୍ଧନା ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲାର ଅନ୍ୟତମ ପୁରାତନ କଲେଜ ଲରମ୍ଭା ମହାବିଦ୍ୟାଳୟର ଲେବଟ୍ରେରୀ ଆସିଷ୍ଟାଣ୍ଟ (ପଦାର୍ଥ) ଧବଳେଶ୍ଵର ଗୁରୁଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କଲେଜର ଅଧ୍ୟକ୍ଷ ଡଃ
Read More...