Daily Archives

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୬ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୨ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ବରତୁଣ୍ତା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ଗଣେଶ ଚନ୍ଦ୍ର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ସୃଜନଶୀଳତା ହିଁ ଦକ୍ଷତାକୁ ତ୍ୱରାନ୍ୱିତ କରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୃଜନଶୀଳତା ହିଁ ଦକ୍ଷତାକୁ ତ୍ୱରାନ୍ୱିତ କରେ । ସୃଜନଶୀଳତାକୁ ଉପଯୁକ୍ତ ସୁବିଧା, ସୁଯୋଗ ଓ ପରିବେଶ ମିଳିଲେ ତାହା ଛାତ୍ରଛାତ୍ରୀଙ୍କର ଦକ୍ଷତାକୁ ବୃଦ୍ଧି କରିଥାଏ । ଏହି ଆଭିମୁଖ୍ୟ ନେଇ ସେଞ୍ଚୁରିଅନ ପବ୍ଲିକ ସ୍କୁଲର କର୍ତ୍ତୃପକ୍ଷ ଗ୍ରୀଷ୍ମକାଳୀନ ଅବସରର
Read More...

ନୃସିଂହନାଥଠାରେ ମୋଦୀ ସରକାରଙ୍କ ୮ବର୍ଷ ପୂର୍ତ୍ତି ଅବସରରେ “ଗରିବ କଲ୍ୟାଣ ସମ୍ମେଳନ” ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଶ୍ଚିମ ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ଶ୍ରୀ ଶ୍ରୀ ନୃସିଂହନାଥ ପୀଠର ଆଇଓସିଏଲ ଅତିଥି ଭବନ ପରିସରରେ ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ଦ୍ବାରା କେନ୍ଦ୍ରରେ ପ୍ରତିଷ୍ଠିତ "ମୋଦୀ ସରକାର"ଙ୍କ ୮ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ 'ଗରିବ କଲ୍ୟାଣ ସମ୍ମେଳନ'
Read More...

ସଇଁତଲାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର
Read More...

ଟେକ୍ସବାର ଓକିଲ ସଂଘ ବୈଠକରେ ଯୋଗଦେଲେ ନରସିଂହ

ସମସ୍ୟା ସମାଧାନ ପାଇଁ ଅର୍ଥ ସଚିବଙ୍କ ସହ ହେବ ଆଲୋଚନା : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଜିଲ୍ଲା ବାଣିଜ୍ୟକର ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଜିଲ୍ଲା ଟେକ୍ସବାର ଓକିଲ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ଟେକ୍ସ ବାର ସଂଘ ସଭାପତି ଚିତ୍ତ ରଂଜନ
Read More...

କବି ଚତୁର୍ଭୁଜଙ୍କୁ ସାରସ୍ୱତ ଶ୍ରଦ୍ଧାଞ୍ଜଳି ଓ ତାଙ୍କ କବିତା ପୁସ୍ତକ ଉନ୍ମୋଚନ

ଟିଟିଲାଗଡ, (କେପିଏନ୍‌ଏସ୍‌) : ବିଶିଷ୍ଟ କୋସଲି କବି ସ୍ୱର୍ଗତ ଚତୁର୍ଭୁଜ ସାଆନ୍ତଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ତାଙ୍କ ନୀଳଚକ୍ର ନଗରସ୍ଥିତ ବାସ ଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସାରସ୍ୱତ ଶ୍ରଦ୍ଧାଞ୍ଜଳି ସଭା କୋସଲି ଭାସା ସୁରକ୍ଷା ସମିତି ଟିଟିଲାଗଡର ବରିଷ୍ଠ ଉପଦେଷ୍ଟା ତଥା
Read More...

ବିଶ୍ୱ ତମାଖୁ ନିରୋଧ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ତମାଖୁ ନିରୋଧ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ଜୁନିୟର ରେଡକ୍ରସ
Read More...

ରାଜ୍ୟସଭା ପ୍ରାର୍ଥୀ ନିରଞ୍ଜନ ବିଶିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ଆଦିବାସୀ କଲ୍ୟାଣ ସଂଘର ପ୍ରସ୍ତୁତି ବୈଠକ

ପାଟଣାଗଡ଼ (ଗୋରେଖନାଥ ବରିହା) : ଆଦିବାସୀ ମାନଙ୍କ ଗର୍ବ ଓ ଗୌରବ ତଥା ମଉଡମଣି ନିରଞ୍ଜନ ବିଶି ରାଜ୍ୟସଭାକୁ ମନୋନିତ ହୋଇଥିବାରୁ ଉଭୟ ଶ୍ରୀ ବିଶି ମହୋଦୟ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଦିବାସୀ କଲ୍ୟାଣ ସଂଘର କର୍ମକର୍ତ୍ତା ସଦସ୍ୟ ମାନେ କୃତଜ୍ଞତା ଜଣାଇଛନ୍ତି ।
Read More...

ଚାକିରିରୁ ଅବସର ନେଲେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଯୋଗୀନ୍ଦ୍ର ମହାପାତ୍ର

ପୁଇଁତଲା, (ଶମ୍ଭୁନାଥ ସାହୁ) : ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ହାଇସ୍କୁଲ, ବାନ୍ଧପଡାଠାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାକୁ ପରିଚାଳନା କରିଥିଲେ ପ୍ରକୁତିବନ୍ଧୁ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା । କମିଟିର ସଭ୍ୟ
Read More...
error: Content is protected !!