Monthly Archives

May 2022

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ
Read More...

ଅକ୍ଷୟ ତୃତୀୟା ଅବସରରେ କୃଷି ତଥା କୃଷକ ସଶକ୍ତିକରଣ ନିମନ୍ତେ ଏକାଧିକ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୃଷି ତଥା କୃଷକ ସଶକ୍ତିକରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକାଧିକ ଯୋଜନାର ଶୁଭାରମ୍ଭ କରୁଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...

ଅକ୍ଷିମୁଠି ଅନୁକୂଳ ସହ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ କୃଷକ ଦିବସ ତଥା ଅକ୍ଷିମୁଠି ଅନୁକୂଳ ପର୍ବ ଆଜି କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କୃଷି ବିଭାଗ ଏବଂ ଆତ୍ମା ପକ୍ଷରୁ ଆୟୋଜିତ ଏହି କୃଷିପର୍ବରେ ରାଜ୍ୟ
Read More...

ଆଜି ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ପ୍ରତି ବର୍ଷ ମେ' ମାସ ୩ ତାରିଖରେ ପାଳିତ ହୁଏ ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ୍‌ ସ୍ୱାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରିଥିଲା । ଚଳିତ
Read More...

କରୋନା ଟୀକାକରଣ ବିଷୟରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି : ଟୀକା ପାଇଁ ବାଧ୍ୟ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ : କରୋନା ଜୀବାଣୁ ବିରୋଧରେ ଟୀକାକରଣ ଡ୍ରାଇଭ୍‌କୁ ନେଇ ଆଜି ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମକୋର୍ଟ ତାଙ୍କ ଆଦେଶରେ କହିଛନ୍ତି ଯେ, ଏହି ଟୀକା ନେବାକୁ କେହି ବାଧ୍ୟ କରିପାରିବେ ନାହିଁ । ଅଦାଲତ ଏହା ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନର ଟୀକା ନୀତିକୁ
Read More...

ରାଜ୍ୟରେ ଖନନ ହେବ ୧ ଲକ୍ଷ ନୂଆ ବୋରଓ୍ୱେଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜୁ କୃଷକ ବିକାଶ ଯୋଜନା ମାଧ୍ୟମରେ ଗଭୀର ବୋରଓ୍ୱେଲ୍ ସହାୟକ ହୋଇପାରିଛି । ୨୦୨୫-୨୬ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରାୟ ୧ ଲକ୍ଷ ନୂଆ ବୋରଓ୍ୱେଲ୍ ଖନନ କରି ୫ ଲକ୍ଷ ହେକ୍ଟରରୁ ଅଧିକ ଚାଷ ଜମିକୁ ବର୍ଷତମାମ ଜଳସେଚନ ଯୋଗାଇ ଦେବା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ମୃତ, ୨ ଗୁରୁତର

କଳାହାଣ୍ଡି, (ପି.କେ.ସାହୁ) : ଆଜି ସକାଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
Read More...

ଆଦିବାସୀ ମେଳା-୨୦୨୨ ଉଦ୍‌ଯାପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ଵର ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଆଦିବାସୀ ମେଳା-୨୦୨୨ ଉଦ୍‌ଯାପିତ ହୋଇଯାଇଛି । ବିଗତ ୧୦ ଦିନ ଧରି ଚାଲିଥିବା ଏହି ମେଳାରେ ବିଭିନ୍ନ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବେପାର ଉତ୍ସାହଜନକ ଥିଲା । ମେଳାରେ କାରବାର କ୍ଷେତ୍ରରେ ଭଲ
Read More...

ଶିଶୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ : ୮୦ ଜଣଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଥିବା ଡିଇଆଇସି କେନ୍ଦ୍ରଠାରେ ଆଜି ୮୦ ଜଣ ଶିଶୁଙ୍କୁ ମାଗଣା ବିଭିନ୍ନ ପ୍ରକାରର ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ମୁଖ୍ୟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...