Monthly Archives

May 2022

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୫୧ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ
Read More...

ବରଗଡ଼ ପୌର ପରିଷଦ ସଦସ୍ୟମାନଙ୍କ ପ୍ରଥମ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦ ନବ ନିର୍ବାଚିତ ସଦସ୍ୟମାନଙ୍କ ପ୍ରଥମ ବୈଠକ ଆଜି ପୌର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ପୌରାଧକ୍ଷା ଶ୍ରୀମତୀ କଳ୍ପନା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୯ଟି ଓ୍ବାର୍ଡର କାଉନସିଲର ସଦସ୍ୟ ମାନେ ଉପସ୍ଥିତ ରହି ସହରର
Read More...

ଡା. ମଧୁସୂଦନ ଦାଶଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଜଣାଶୁଣା ଡାକ୍ତର ମଧୂସୁଦନ ଦାଶ ଆଉ ଆମ ଗହଣରେ ନାହାନ୍ତି । ସେ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଆଜି ତାଙ୍କର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଜଣେ ଶିଶୁ ବିଶେଷଙ୍ଗ ଡାକ୍ତର ଭାବରେ ସାରା ରାଜ୍ୟରେ ପରିଚିତ ଥିଲେ ସେ ।
Read More...

କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନର ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ହନୁମାନ ବାଟିକା ପରିସରରେ ‘କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନ’ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସଙ୍ଗଠନର ସୁନ୍ଦରଗଡ଼ ଜିଲ୍ଲା ଆବାହିକା ଲଳିତା ଲାକ୍ରା ଓ ସହ ଆବାହକ ତଥା ସମାଜସେବୀ ରଣଧିର
Read More...

ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳର ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳ ତଥା ସୁନ୍ଦରଗଡ ଅଟୋ ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେ ବିଶ୍ବ ଶ୍ରମିକ ଦିବସ ପାଳନ ଅବସରରେ ସେକ୍ଟର ୭ସ୍ଥିତ ସିୟର କାର୍ଯ୍ୟାଳୟଠାରେ ଆଲୋଚନାଚକ୍ର, ସମ୍ବର୍ଦ୍ଧନା, ପୁସ୍ତକ ଉନ୍ମୋଚନ ଓ ପ୍ରଗତିଶୀଳ
Read More...

ବରଗଡ଼ର ଝିଅ ଉତ୍କଳ ବିଶ୍ୱବିଦ୍ୟାଳୟରେ ସମ୍ମାନୀତ

ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ବରଗଡ଼ ସହର ୱାର୍ଡ ନଂ ୧୮ ଭାରତୀନଗର ବାସିନ୍ଦା ପିତା ବାସୁଦେବ ପ୍ରଧାନ ଓ ମାତା ଚନ୍ଦ୍ରମାଙ୍କ ଝିଅ ସୁଶ୍ରୀ ଅଙ୍କିତା ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର (ବାଣୀବିହାର)ରେ ଅଧ୍ୟୟନ କରି ରସାୟନ ବିଜ୍ଞାନରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି
Read More...

ଗଞ୍ଜାମ ଜିଲ୍ଲାର ଖବରକାଗଜ ବିତରକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଖବର କାଗଜ ବିତରକମାନଙ୍କୁ ସେମାନଙ୍କ ହକ ଦେବା ଓ ସେମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ ସକାଶେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି । ଗତ ୨୩/୧୨/୨୦୨୧ ଦିନ ସେମାନଙ୍କୁ ଆର୍ଥିକ ସହାୟତା ଓ ସାମାଜିକ
Read More...

ବ୍ରହ୍ମପୁର ବଡ଼ମେଡ଼ିକାଲରେ ଅଗ୍ନିକାଣ୍ଡ ଘଟି ଫାଇଲ ଓ ଆସବାବପତ୍ର ଓ ଅନ୍ୟାନ୍ୟ ଜିନିଷ ପୋଡି ନଷ୍ଟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ସ୍ଥ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡ଼ିକାଲ କଲେଜ (ଏମ୍‌କେସିଜି) ପ୍ରଶାସନିକ କୋଠାରେ ସୋମବାର ଭୋର ୪ଟା ବେଳେ ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ ସାର୍ଟସର୍କିଟ ଯୋଗୁଁ ଅଧ୍ୟକ୍ଷଙ୍କ କୋଠରୀ ନିକଟରେ ଥିବା ଏଷ୍ଟାବ୍ଲିସମେଣ୍ଟ ବିଭାଗରେ
Read More...

ଉଦ୍‌ଯାପିତ ହେଲା ଦ୍ୱିତୀୟ ପଦ୍ମପୁର ଲୋକ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ଏପ୍ରିଲ ୨୯ ତାରିଖରୁ ପଦ୍ମପୁର ଟାଉନ କ୍ଲବ ଆନୁକୂଲ୍ୟରେ ଅଶୋକ ଖେଳ ପଡିଆରେ ଆୟୋଜିତ ଦ୍ବିତୀୟ ପଦ୍ମପୁର ଲୋକ ମହୋତ୍ସବ ୧ ତାରିଖ ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । କେଶ ରଞ୍ଜନ ପ୍ରଧାନ ଓ ଅଶୋକ କୁମାର ବହିଦାରଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଉଦ୍‌ଯାପନୀ
Read More...