Monthly Archives

May 2022

ମିନାକ୍ଷୀ ଧରଙ୍କ ଶ୍ରଦ୍ଧାଞ୍ଜଳି ସମାରୋହ ଅନୁଷ୍ଠିତ

ମିନାକ୍ଷୀ ଥିଲେ ମହିଳା ସଶକ୍ତିକରଣର ପ୍ରତୀକ : ସୌମ୍ୟରଂଜନ ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ଓ ୱାଇଏମ୍‌ଏଫ୍‌ଆଇର ମିଳିତ ଆନୁକୂଲ୍ୟରେ ସ୍ୱର୍ଗତା ମିନାକ୍ଷୀଙ୍କ ପ୍ରଥମ ସ୍ମୃତିଚାରଣ ସଭା ସ୍ଥାନୀୟ ସୂଚନା ଭବନ ସ୍ଥିତ ଗୀତ ଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ
Read More...

ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ଓ ଏଚ୍‌ଡିଏଫ୍‌ସି ତରଫରୁ ରକ୍ତଦାନ ଶିବିର ଓ କୁଲର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ଆର୍‌ଜିଏଚ୍‌ଠାରେ ରକ୍ତଦାନ ଶିବିର ଓ ମହିଳା ପ୍ରସୂତୀ ବିଭାଗରେ କୁଲର ଦାନ କରାଯାଇଥିଲା । କାର୍ୟ୍ୟକ୍ରମର ଅଧ୍ୟକ୍ଷା ରୋଟାରୀଆନ ନିରୁପମା ମିଶ୍ରଙ୍କ ଆବାହକତ୍ୱରେ
Read More...

କ୍ରିଷ୍ଣାଙ୍କ ପାଖକୁ ପହଞ୍ଚିଲା କନ୍ୟାକିରଣ ଫାଉଣ୍ଡେସନ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକର ତେନ୍ତୁଲିମୁଣ୍ଡା ଗ୍ରାମରେ କ୍ରିଷ୍ଣା ଭୋଇଙ୍କ ଜନ୍ମ । ବୟସ ମାତ୍ର ୮ ବର୍ଷ । ପାଠ ପଢିବାରେ କ୍ରିଷ୍ଣାଙ୍କ ବହୁତ ଆଗ୍ରହ ହେଲେ ସେ ଜନ୍ମରୁ ପୋଲିଓ ଗ୍ରସ୍ତ । ଚାଲିବାରେ ସେ ଅକ୍ଷମ । ତେନ୍ତୁଳିମୁଣ୍ଡା ଗ୍ରାମର ପ୍ରାଥମିକ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୮ ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଜିଲ୍ଲାପାଳଙ୍କ ଅଚାନକ ତୁରେକେଲା ଡାକ୍ତରଖାନାକୁ ଗସ୍ତ

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅଞ୍ଚଳ ଏକ ମାଓ ପ୍ରବଣ ଅଞ୍ଚଳ ଅଟେ । ଗତକାଲି ଜିଲ୍ଲାପାଳ ଅଚାନକ ତୁରେକେଲା ଡାକ୍ତରଖାନାକୁ ଗସ୍ତ କରି କିପରି ଭାବେ ଡାକ୍ତରମାନେ ରୋଗୀମାନଙ୍କୁ ଚିକିତ୍ସା କରୁଛନ୍ତି ଓ ଔଷଧ ବଣ୍ଟନର ବ୍ୟବସ୍ଥା କରାଯାଉଛି ତାହା ଟିକିନିଖି ଭାବେ ତଦନ୍ତ
Read More...

ସାନ୍ଦୁଲ ନଦୀ ପାଖରେ ସଡ଼କ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଚାଳକ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅଧିନ ବାଲିପଡା ପଟରୁ ରୁପ୍ରା ପଟକୁ ଗତକାଲି ସନ୍ଧ୍ୟାରେ ଆସୁଥିବା ଏକ ଖାଲି ହାଇୱା ଟ୍ରକ୍ ଭଟାଖମାର ନିକଟ ସାନ୍ଦୁଲ୍ ନଦୀର ବ୍ରିଜ୍ ପାଖରେ ଦୁର୍ଘଟଣାର ସମ୍ମୁଖିନ ହୋଇଥିବା ବେଳେ ଅଳ୍ପକେ ଚାଳକ ବର୍ତ୍ତି ଯାଇଛନ୍ତି । ସୂଚନା
Read More...

ଛେଳି ପାଇଁ ଯୁବକ ଜୀବନ ଗଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଳ ଥାନା ମିଠାପାଲି ଗ୍ରାମ ପଞ୍ଚାୟତ ଲଉଡମାଲ ଗ୍ରାମରେ ସେହି ଗ୍ରାମର ଲକ୍ଷ୍ମଣ ଭୁଏ (୨୪) ନାମକ ଜଣେ ଯୁବକ ଛେଳି ପାଇଁ ଡାଳ କାଟୁଥିବା ବେଳେ ୩୩ କେଭି ବିଜୁଳି ସଂସ୍ପର୍ଷରେ ଆସି ତାଙ୍କ ମୃତ୍ୟୁ ହୋଇଯାଇଛି । ମୃତଦେହ ଏକ ଗଛରେ ଝୁଲୁଥିବା କିଛି ଲୋକ
Read More...

ହାଇକୋର୍ଟ ବେଂଚ ସ୍ଥାପନକୁ କଟକ ବାର ଆସୋସିଏସନର ବିରୋଧକୁ କଂଟାବାଂଜି ଓକିଲ ସଂଘର ନିନ୍ଦା ପ୍ରସ୍ତାବ : ହାଇକୋର୍ଟକୁ…

କଂଟାବାଂଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ଓକିଲ ସଂଘ ଗୁରୁବାର ଦିନ କଟକ ବାର ଆସୋସିଏସନ ହାଇକୋର୍ଟ ବେଂଚ ସ୍ଥାପନକୁ ନେଇ ଦେଇଥିବା ମନ୍ତବ୍ୟ ଉପରେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ପତ୍ର ଲେଖି ଜଣାଇଛନ୍ତି । ପ୍ରକାଶ ଥାଉକି କେନ୍ଦ୍ର ଆଇନ ମନ୍ତ୍ରୀ କିରନ ରାଜୁ
Read More...

ମହାନଦୀ ଜଳ ବିବାଦରେ ପ୍ରତିକ୍ରିୟା ରଖିଲେ ନରସିଂହ

ଉଭୟ ବିଜେଡି ଓ ବିଜେପିର ଷଡଯନ୍ତ୍ର ପାଇଁ ଓଡିଶାରେ ମହାନଦୀ ଶୁଖି ଯାଉଛି, କଂଗ୍ରେସ ନୁହେଁ ମହାନଦୀ ପାଇଁ ବିଜେପି କାନ୍ଦୁଛି କୁମ୍ଭୀର କାନ୍ଦଣା : ନରସିଂହମହାନଦୀ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ କଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାନଦୀ ଜଳ ବିବାଦରେ
Read More...

ଷୋହଳ ପ୍ରହର ନାମଯଜ୍ଞର ଦ୍ଵିତୀୟ ଦିବସରେ ମହାମନ୍ତ୍ର ଧ୍ୱନିରେ ପ୍ରବାହିତ ପୁରେନା ଗ୍ରାମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ବରତୁଣ୍ଡା ପଞ୍ଚାୟତ ପୁରେନା ଗ୍ରାମରେ ତିନି ଦିନ ବ୍ୟାପୀ ଷୋହଳ ପ୍ରହର ଅଖଣ୍ଡ ନାମଯଜ୍ଞ ଆଜି ଦ୍ଵିତୀୟ ଦିନରେ ପହଞ୍ଚିଛି । ନାମଯଜ୍ଞ ଆରମ୍ଭରୁ ପ୍ରହର ଅନୁସାରେ ଭଗବାନଙ୍କଠାରେ ଭୋଗ ସହ ହୋମ ଅନୁଷ୍ଠିତ ହୋଇଅଛି । ମହାମନ୍ତ୍ର ଧ୍ୱନିରେ
Read More...