ପୂର୍ବ ଶତୃତାକୁ ନେଇ ଭୁଜାଲି ମାଡ଼ : ଜଣେ ଗୁରୁତର, ଦୁଇ ଆହତ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଥାନା ଚିଙ୍ଗେରବନ୍ଦ ଗାଁରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଭୁଜାଲି ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଫଳରେ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ଅନ୍ୟଦୁଇ ଜଣ ଗୁରୁତର ହୋଇ ପାଟଣାଗଡ଼ ଡାକ୍ତରଖାନରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ।!-->…
Read More...
Read More...