ତୁରେକେଲା ବ୍ଲକ ଅର୍ନ୍ତଗତ ବଡ଼ଡ଼କଲା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରଠାରେ ନୂତନ ପ୍ରସୂତି କକ୍ଷ ଉଦ୍ଘାଟିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅର୍ନ୍ତଗତ ବଡ଼ଡ଼କଲା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ନୂତନ ପ୍ରସୂତି କକ୍ଷ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଦ୍ଵାରା ଉଦ୍ଘାଟିତ ହୋଇଯାଇଛି । ରାଜେନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସଭାରେ!-->…
Read More...
Read More...