Monthly Archives

May 2022

ଶିକ୍ଷକଙ୍କ ବଦଳି ଦାବୀ ନେଇ ବ୍ରାହ୍ମଣୀ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନସ୍ଥ ବ୍ଲକ କଲୋନୀ କ୍ଲଷ୍ଟର ସ୍ଥିତ ଡେଙ୍ଗ ପଞ୍ଚାୟତର ବ୍ରାହ୍ମଣୀ ସରକାରୀ ପ୍ରକଳ୍ପ ବିଦ୍ୟାଳୟଠାରେ ଶିକ୍ଷକ ବଦଳି ଦାବୀ ନେଇ ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀମାନେ ସ୍କୁଲ ଗେଟରେ ତାଲା ପକାଇ ବିକ୍ଷୋଭ
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୨ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ (ସୋନପୁର ମ୍ୟୁନିସିପାଲିଟି ବ୍ୟତୀତ) ୨୨ଟି ବ୍ୟବସ୍ଥିତ ଟୀକା
Read More...

ଟିଟିଲାଗଡ ରାସ୍ତାରେ ବଲାଙ୍ଗିର ସ୍ମାର୍ଟ ପାର୍କର ନିର୍ମାଣ କାର୍ଯ୍ୟ ଜୋର୍‌ସୋର୍‌ରେ ଚାଲିଥିବା ନେଇ ସୂଚନା ଦେଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ବିକାଶ ପଥରେ ବଲାଙ୍ଗିିର ସହର । ସହରକୁ ସୌନ୍ଦର୍ଯ୍ୟିକରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପମାନେ ନିଆଯାଉଥିବା ବେଳେ ଏବେ ପୁଣି ଏକ ପଦକ୍ଷେପ ନିଆଯାଇ ବଲାଙ୍ଗିର ଟିଟିଲାଗଡ ରାସ୍ତାରେ ଏକ ସ୍ମାର୍ଟ ପାର୍କର ନିର୍ମାଣ କାର୍ଯ୍ୟ
Read More...

ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଜିଲ୍ଲାପାଳଙ୍କ ଟିଟିଲାଗଡ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଆଜି ବଲାଙ୍ଗିର ଜିଲ୍ଲା ଟିଟିଲାଗଡକୁ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଚଂଚଳ ରାଣା । ଜିଲ୍ଲାପାଳ ଶ୍ରୀ ରାଣା ଟିଟିଲାଗଡର ସ୍ମାର୍ଟ ପାର୍କ, ମହାରାଜ ସାଗର, ମିଶନ ଶକ୍ତି କେଫେଟେରିଆ ଏବଂ ବାଳକ ହାଇସ୍କୁଲକୁ
Read More...

ଖଡ୍ଗ ଭବନର ସୌନ୍ଦର୍ଯ୍ୟିକରଣ ପାଇଁ ବିଧାୟକଙ୍କ ପ୍ରତିଶୃତି

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା, ଇସ୍ପାତ ନଗର କମିଟି ଆନୁକୂଲ୍ୟରେ ମହାସଭା ପରିସରରେ ଆୟୋଜିତ ଖଡ୍ଗ ପୂଜା ସଂନ୍ଧ୍ୟା ଆରତୀ ସମୟରେ ରଘୁନାଥପାଲିର ବିଧାୟକ ସୁବ୍ରତ ତରାଇ ଉପସ୍ଥିତ ରହି ପୁଜାର୍ଚ୍ଚନା କରିଥିଲେ । ମହାସଭାର ଉପଦେଷ୍ଟା
Read More...

ଇସ୍ପାତ କଳା ପରିଷଦର ୪୪ତମ ବାର୍ଷିକୋତ୍ସବ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଇସ୍ପାତ କଳା ପରିଷଦର ୪୪ତମ ବାର୍ଷିକୋତ୍ସବ ସଂପନ୍ନ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ପ୍ରଥମ ଦିନ ସେକ୍ଟର ୨୦ସ୍ଥିତ ରାଉରକେଲା କ୍ଲବଠାରେ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର
Read More...

ବେନିୟମ ବାଲି ଚାଲାଣ : ୬ ଗୋଟି ଟ୍ରାକ୍ଟରରୁ ୫୮ ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୬ ଗୋଟି ଟ୍ରାକ୍ଟରକୁ ବେନିୟମ ବାଲି ଚାଲାଣ କରୁଥିବା ସମୟରେ ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀଙ୍କ ତତ୍ୱାବଧାନରେ, ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମେହେର, ଆର୍‌ଆଇ ସୁଧୀର ପାଣ୍ଡିଆ, ଏଆର୍‌ଆଇ
Read More...

କନିଷ୍ଠ ଯନ୍ତ୍ରୀଙ୍କ ହତ୍ୟାକାରୀଙ୍କୁ ଗିରଫ କରିବାରେ ବିଳମ୍ବ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ପୋଲିସର ନିଷ୍କ୍ରିୟତା…

ଧାରଣା ସ୍ଥଳରେ ତିନି ଧାରାଣାକାରୀ ଅସୁସ୍ଥବିଜେଡିର ବେଣିବନ୍ଧନରେ ବନ୍ଧା ପାଟଣାଗଡ଼ ପୋଲିସ : କୋଶଳ ମୁକ୍ତି ମୋର୍ଚ୍ଚା ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ କନିଷ୍ଟ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କ ହତ୍ୟା ଘଟଣା ଦୀର୍ଘ ୧୭ ଦିନ ବିତିଯାଇଥିଲେ ବି ପୋଲିସର ହତ୍ୟାକାରୀକୁ
Read More...

ମଦନପୁର ଆଦର୍ଶ ମହିଳା ମହାସଂଘରେ ୫ ଦିନିଆଁ ତାଲିମ ଶିବିର ଉଦ୍‌ଯାପିତ

ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜ଼ିଲ୍ଲା ମ.ରାମପୁର ବ୍ଲକ ମଦନପୁରର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ମିଶନଶକ୍ତି ବିଭାଗର ଓଡିଶା ଜୀବିକା ମିଶନ ତରଫରୁ ଆଦର୍ଶ ମହିଳା ମହାସଂଘ ସି.ଓ.ଇ.ର ମଇ ୧୮ ତାରିଖରୁ ଚାଲିଥିବା ୫ ଦିନିଆଁ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏହି
Read More...

ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ କୁଲତା ଯୁବ ସଂଗଠନର ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ପୀଠ ସ୍ଥିତ ଶ୍ରୀ ରଣେଶ୍ୱର ରାମଚଣ୍ଡୀ କୁଲତା ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କର୍ମୁ ବିଶ୍ୱାଳ ସଭାପତିତ୍ୱ କରିଥିଲେ । ଏହି ସଭାରେ ବିଗତ ବୈଶାଖ ମେଳା ଉପଲେକ୍ଷ ଖୋଲା ଯାଇଥିବା ଅନ୍ନଛତ୍ରର ଆୟବ୍ୟୟ ବିଷୟରେ ଆଲୋଚନା ସହିତ
Read More...