କୋମଲମତି ପିଲାଙ୍କୁ ଦେଖି ତରଳି ଗଲେ ବିଡ଼ିଓ : ସ୍କୁଲ ଫେରାଇ ଆଣିବାକୁ ଦେଲେ ପ୍ରତିଶୃତି
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଖୁଣ୍ଟସମଲେଇ ଗ୍ରାମ ପଞ୍ଚାୟତ ଗରଗଡ଼ଛାପର ପ୍ରାଥମିକ ବିଦ୍ୟାଳୟରେ ପିଲା କମ୍ ହେତୁ ଢୋଡ଼ମହୁଲ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ହୋଇଥିଲା । ଗରଗଡ଼ଛାପର ସ୍କୁଲଟି ଢୋଡ଼ମହୁଲ ସ୍କୁଲଠାରୁ ୨.୫ କିଲୋମିଟର ଦୂର ହୋଇଥିବା ବେଳେ ତାହାକୁ ଅଧ!-->…
Read More...
Read More...