କୂଅରୁ ସୁରକ୍ଷିତ ଭାବେ ଉଦ୍ଧାର ହେଲା ବଳଦ
ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଜିଲ୍ଲା ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାଲଜୁରୀଠାରେ ଏକ ବଳଦ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିପାରିଛି । ଦୂଚନା ଅନୁସାରେ ରେଙ୍ଗାଲଜୁରୀ ଗାଁର ଧୂବଲ ବରିହା ନିଜ ବିଲରେ ଏକ ପକ୍କା କୂଅ ଖୋଲିଛନ୍ତି । ତେବେ କୂଅ ପାଖରେ!-->…
Read More...
Read More...